ପାଣି‌ରେ ବୁଡି ନାବାଳକ ମୃତ

ଦେବଗଡ଼:ଦେବଗଡ ଥାନାଚଂଳର ଦନ୍ତାରିବାହାଳ ଗ୍ରାମର ମତୁଆଳି ନାଳ‌ରେ ପାଣିରେ ବୁଡି ଆଜି ଜଣେ ନାବାଳାକର ମୃତ୍ୟୁ ଘଟିଛି। ମୃତକ ନାବାଳକ ହେଲେ ବେତ୍ରା ବେହେରାଙ୍କ ପୁଅ ଆଦିତ୍ୟ(୬)।ନାବାଳକର ଘର ସମ୍ବଲପୁର ଜିଲ୍ଲାର ରେଢାଖୋଲ ଅଂଚଳରେ ବୋଲି ଜଣାପଡିଛି।ସୂଚନା ଅନୁଯାୟୀ, ଆଦିତ୍ୟ ତାଙ୍କ ମାମଁୁ ଘର ଦେବଗଡ ଜିଲ୍ଲାର ଦନ୍ତାରିବାହାଳ ଗ୍ରାମକୁ ଆସିଥିଲେ। ତେବେ ଆଜି ମତୁଆଳୀ ନାଳରେ ଏକ ହାତୀ ଜଳକ୍ରୀଡା କରୁଥିବା‌ବେଳେ ଆଦିତ୍ୟ ଦେଖିବାକୁ ଯାଇଥିଲା।କିନ୍ତୁ ଅସାବଧନତାବଶତଃ ସେ ପାଣିରେ ଖସିପଡିଥିଲେ।ସଂଧ୍ୟାରେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ଡାକ୍ତର ଆଦିତ୍ୟକୁ ମୃତ ଘୋଷଣା କରିଥିଲେ।ସୂଚନାପାଇ ଦେବଗଡ ଥାନା ପୁଲିସ ଶବ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

  • Related Posts

    ମେଟାକୁ କୋର୍ଟଙ୍କ ନିର୍ଦେଶ; ମୋଦୀ-ମହିଳାଙ୍କ ଫଟୋ ହଟାଅ

    ନୂଆଦିଲ୍ଲୀ: କକ୍ରୋଚ୍ ଜନତା ପାର୍ଟି (ସିଜେପି) ନେତା ସୌରଭ ଦାସ, ଅଭିଜିତ ଦୀପକେ, ଆଶୁତୋଷ ରଙ୍କା ଓ ରତ୍ନ ସିଂହଙ୍କୁ ଦିଲ୍ଲୀ ହାଇକୋର୍ଟ ଶୁକ୍ରବାର ନୋଟିସ୍ ଜାରି କରିଛନ୍ତି। ଚଳିତ ବର୍ଷ ଯନ୍ତରମନ୍ତରରେ ହୋଇଥିବା ବିକ୍ଷୋଭ ପ୍ରଦର୍ଶନ ସମୟରେ ଜଣେ ମହିଳାଙ୍କ…

    Continue reading
    ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନାର ଅଗ୍ରଗତି ସମୀକ୍ଷା

    ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ଗୁରୁତ୍ୱପୂର୍ଣ୍ଣ ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ’ ଯୋଜନାର କାର୍ଯ୍ୟକାରିତା ସଂପର୍କିତ ରାଜ୍ୟସ୍ତରୀୟ ପରିଚାଳନା କମିଟିର ପ୍ରଥମ ବୈଠକ ଲୋକସେବା ଭବନଠାରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଶାସନ ସଚିବ ଅନୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ