ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ ପୂଜା ମଣ୍ଡପ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ ପାଇଁ ଦେବାକୁ ପଡ଼ୁଥିବା ଗ୍ରାଉଣ୍ଡ ରେଣ୍ଟ (ପଡ଼ିଆ ଭଡ଼ା)କୁ ସମ୍ପୂର୍ଣ୍ଣ ଛାଡ଼ କରାଯାଇଛି।

ସରକାରଙ୍କ ଏହି ନିଷ୍ପତ୍ତି ଫଳରେ ରାଜଧାନୀରେ ଆୟୋଜିତ ହେବାକୁ ଥିବା ଦୁର୍ଗାପୂଜା, ଲକ୍ଷ୍ମୀପୂଜା ଏବଂ କାଳୀପୂଜା ପାଇଁ ପୂଜା କମିଟିଗୁଡ଼ିକୁ ଆଉ ଗ୍ରାଉଣ୍ଡ ରେଣ୍ଟ ଦେବାକୁ ପଡ଼ିବ ନାହିଁ। ଏହି ଗ୍ରାଉଣ୍ଡ ରେଣ୍ଟ ଛାଡ଼ ଅବଧି ଆସନ୍ତା ଅକ୍ଟୋବର ୧୭ ତାରିଖରୁ ନଭେମ୍ବର ୧୮ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ। ପାର୍ବଣ ସମୟରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଓ ପୂଜା ପାଳନକୁ ଅଧିକ ଧୂମ୍‌ଧାମ୍‌ରେ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଏହି ପ୍ରଶଂସନୀୟ ପଦକ୍ଷେପକୁ ବିଭିନ୍ନ ପୂଜା କମିଟି ପକ୍ଷରୁ ସାଧୁବାଦ ଜଣାଯାଇଛି।

  • Related Posts

    ପ୍ରାକ୍‌ ନିର୍ବାଚନୀ ହିଂସା: ବ୍ୟାସନଗର ମହାବିଦ୍ୟାଳୟରେ ଫୁଟିଲା ବୋମା

    ଯାଜପୁର: ଦୀର୍ଘ 8 ବର୍ଷ ପରେ ମହାବିଦ୍ୟାଳୟ ଓ ବିଶ୍ବ ବିଦ୍ୟାଳୟରେ ହେବାକୁ ଯାଉଛି ଛାତ୍ର ସଂସଦ ନିର୍ବାଚନ । ଏହା ପୂର୍ବରୁ କଲେଜ ମାନଙ୍କରେ ଦେଖିବାକୁ ମିଳିଲାନି ପ୍ରାକ୍‌ ନିର୍ବାଚନୀ ହିଂସା । ଆଜି(ଗୁରୁବାର) ଭୋର୍‌ ସମୟରେ ଯାଜପୁର ଜିଲ୍ଲାର…

    Continue reading
    ୧୨ ତାରିଖ ବେଳକୁ ଘୂର୍ଣ୍ଣିବଳୟ!

    ଭୁବନେଶ୍ୱର: ୧୨ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ପରେ ଆଣ୍ଡାମାନ ସାଗରରେ ଲଘୁଚାପ ହୋଇପାରେ । କିନ୍ତୁ ଏହା କେତେ ଶକ୍ତିଶାଳୀ ହେବ ଆଉ କେଉଁ ଦିଗକୁ ଯିବ, ତାହା ଏବେଠୁ କହିବା ମୁସ୍କିଲ ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ