ପାହାଡି ନାଳରେ ଭାସି ଯାଇ ଚାଷୀ ମୃତ

ଦେବଗଡ଼:ଦେବଗଡ ଜିଲ୍ଲା ବାରକୋଟ ବ୍ଲକ ମାଦଳିଆ ଗ୍ରାମରେ ଚାଷକାର୍ଯ୍ୟ ସାରି ଫେରୁଥିବା ବେଳେ ପାହାଡି ନାଳରେ ଭାସି ଯାଇ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ମାଦଳିଆ ଗ୍ରାମର ପୂର୍ଣ୍ଣଚନ୍ଦ୍ର ଆପଟ। ସୂଚନା ଅନୁଯାୟୀ, ପୂର୍ଣ୍ଣଚନ୍ଦ୍ର ଚାଷ କାର୍ଯ୍ୟ ସାରି ଗ୍ରାମ ନିକଟସ୍ଥ ପାହାଡି ନାଳ ପାର କରି ଘରକୁ ଫେରୁଥିବା ବେଳେ ବଢି ପାଣିରେ ଭାସି ଯାଇ ନିଖୋଜ ହୋଇଯାଇଥିଲେ। ଖବର ପାଇ ବାରକୋଟ ଅଗ୍ନିଶମ ବିଭାଗ ଓ ପୁଲିସ ଘଟଣାସ୍ଥଳରେ ଖୋଜାଖୋଜି କରିବା ପରେ ଆଜି ସକାଳେ ନାଳ ଠାରୁ ଦୂରରେ ଥିବା ଗଛରେ ଲଟକିଥିବା ଅବସ୍ଥାରେ ପୂର୍ଣ୍ଣଚନ୍ଦ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ବାରକୋଟ ଥାନା ପୁଲିସ ଶବ ଜବତ କରି ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

  • Related Posts

    ଡକାୟତି ଉଦ୍ୟମ ବିଫଳ ; ଘର ମାଲିକଙ୍କୁ ଗୁଳି କରି ଫେରାର

    ପାଟଣା : ଘଟଗାଁ ଥାନା ଅନ୍ତର୍ଗତ ଢେଙ୍କିକୋଟ ପୁଲିସ ବିଟ ଅଞ୍ଚଳ ତୋରାଣି ପୋଖରୀ ପଞ୍ଚାୟତ ଖୁଦୁପୁଟୁଳି ଗ୍ରାମର ଯତିନ୍ଦ୍ର ମହାନ୍ତ (୫୧)ଙ୍କ ଘରେ ପଶି ତାଙ୍କ ପେଟକୁ ଗୁଳି କରି ୪ ଜଣ ଡକାୟତ ଫେରାର ହୋଇଯାଇଛନ୍ତି। ଗତରାତି ସାଢ଼େ…

    Continue reading
    ଆଜିଠାରୁ ବୃଦ୍ଧି ପାଇବ ବଜ୍ରପାତ ଓ ବର୍ଷାର ମାତ୍ରା

    ଭୁବନେଶ୍ବର: ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ହେଉଛି । ପ୍ରଭାବରେ ଓଡ଼ିଶାର ଅନେକ ସ୍ଥାନରେ ବିଜୁଳି ଘଡଘଡି ସହିତ ବର୍ଷା ଲାଗି ରହିଛି । ଆଜିଠାରୁ ଧୀରେ ଧୀରେ ବଜ୍ରପାତ ଓ ବର୍ଷାର ମାତ୍ରା ବୃଦ୍ଧି ପାଇବ ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ