ପାହାଡ ଉପରେ ଫସିଥିବା ୧୭ ପର୍ୟ୍ୟଟକ ଉଦ୍ଧାର

ପଦ୍ମପୁର : ଗନ୍ଧମାର୍ଦ୍ଧନ ପାହାଡ ଉପରେ ଫସିଥିବା ୧୭ ଜଣ ଛତିଶଗଡି ପର୍ୟ୍ୟଟକ ଉଦ୍ଧାର ହୋଇଛନ୍ତି। ପ୍ରବଳ ବର୍ଷା ଯୋଗୁଁ ପାହାଡ ଉପରେ ଛତିଶଗଡର ପ୍ରାୟ ୧୭ ପର୍ୟ୍ୟଟକ ଫସି ରହିଥିଲେ। ନୃସିଂହନାଥଠାରୁ ୫ କିମି ଦୂର କପିଳଧାରା ଜଳପ୍ରପାତ ନିକଟରେ ଏହି ପର୍ୟ୍ୟଟକମାନେ ଫସି ଯାଇଥିଲେ। ସ୍ଥାନୀୟ ପ୍ରଶାସନ ଏ ସମ୍ପର୍କରେ ସୂଚନା ପାଇବା ପରେ ପର୍ୟ୍ୟଟକମାନଙ୍କୁ ଉଦ୍ଧାର କରିବା ଲାଗି ଉଦ୍ୟମ ଆରମ୍ଭ କରିଥିଲା । କିନ୍ତୁ ପ୍ରବଳ ବର୍ଷା ଯୋଗୁଁ ଉଦ୍ଧାରକାର୍ୟ୍ୟ ବାଧାପ୍ରାପ୍ତ ହୋଇଥିଲା। ପର୍ୟ୍ୟଟକମାନେ କୌଣସି ବାଟ ନ ପାଇ ଅସ୍ଥାୟୀ ଟେଣ୍ଟ ପକାଇ ବର୍ଷାରେ ଆଶ୍ରୟ ନେଇଥିଲେ। ଦୀର୍ଘ ଘଣ୍ଟାର ଉଦ୍ୟମ ପରେ ୧୭ ଜଣ ପର୍ୟ୍ୟଟକଙ୍କୁ ଉଦ୍ଧାର କରାଯାଇଛି।

  • Garvita Odia

    Related Posts

    ଲାଞ୍ଚ ନେଇ ଧରାପଡ଼ିଲେ ଯୁବ ଜେଆରଏ

    ଭୁବନେଶ୍ୱର: ଆଜି ଜଣେ ଲାଞ୍ଚୁଆ ଯୁବ ସରକାରୀ କର୍ମଚାରୀଙ୍କୁ ଧରିଛି ଭିଜିଲାନ୍ସ। ତାଙ୍କ ନାଁ ସୌରଭ ତ୍ରିପାଠୀ।ଗିରଫ ଶ୍ରୀ ତ୍ରିପାଠୀ ଭୁବନେଶ୍ୱର ଉପଜିଲ୍ଲାପାଳ ଅଫିସରେ ଜୁନିଅର୍ ରେଭେନ୍ୟୁ ଆସିଷ୍ଟାଣ୍ଟ (JRA) ଭାବେ ନିଯୁକ୍ତ ହୋଇଛନ୍ତି।ଏକ ସାର୍ଟିଫିକେଟ୍‌ ମାମଲା ଦୀର୍ଘଦିନରୁ ପଡ଼ି ରହିଥିବା…

    ବଢିଲା ବୁଣାକାର ଶ୍ରମିକଙ୍କ ଭତ୍ତା

    ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ଘୋଷଣା । ବଢିଲା ବୁଣାକାର ଶ୍ରମିକଙ୍କ ଭତ୍ତା। ବୟନ ଶିଳ୍ପ ଶ୍ରମିକ ମାନଙ୍କ ମଜୁରୀ ଭତ୍ତା ହଜାରେ ଟଙ୍କା ଲେଖାଏଁ ବୃଦ୍ଧି କରାଯାଇଛି। ମହିଳା ଶ୍ରମିକଙ୍କ ମଜୁରୀ ଭତ୍ତା ୬ ହଜାର ଟଙ୍କାରୁ ୭ ହଜାର ଟଙ୍କା ହୋଇଥିବାବେଳେ…

    Leave a Reply

    Your email address will not be published. Required fields are marked *

    You Missed

    ମନ୍ତ୍ରୀମାନଙ୍କୁ ସିଏମ ମାଗିଲେ ପରଫର୍ମାନ୍ସ ରିପୋର୍ଟ

    ମନ୍ତ୍ରୀମାନଙ୍କୁ ସିଏମ ମାଗିଲେ  ପରଫର୍ମାନ୍ସ ରିପୋର୍ଟ

    ଲାଞ୍ଚ ନେଇ ଧରାପଡ଼ିଲେ ଯୁବ ଜେଆରଏ

    ଲାଞ୍ଚ ନେଇ ଧରାପଡ଼ିଲେ ଯୁବ ଜେଆରଏ

    ଅଶ୍ଳୀଳ କଣ୍ଟେଣ୍ଟ: ବ୍ୟାନ ହେଲା ୨୫ଟି ଭିଡିଓ ପ୍ଲାଟଫର୍ମ

    ଅଶ୍ଳୀଳ କଣ୍ଟେଣ୍ଟ: ବ୍ୟାନ ହେଲା ୨୫ଟି ଭିଡିଓ ପ୍ଲାଟଫର୍ମ

    ବଢିଲା ବୁଣାକାର ଶ୍ରମିକଙ୍କ ଭତ୍ତା

    ବଢିଲା ବୁଣାକାର ଶ୍ରମିକଙ୍କ ଭତ୍ତା

    ଦୀର୍ଘ ସମୟ ପର୍ୟ୍ୟନ୍ତ ପ୍ରଧାନମନ୍ତ୍ରୀ ରହିବାରେ ଇନ୍ଦିରା ଗାନ୍ଧିଙ୍କ ରେକର୍ଡ ଭାଙ୍ଗିଲେ ମୋଦି

    ଦୀର୍ଘ ସମୟ ପର୍ୟ୍ୟନ୍ତ ପ୍ରଧାନମନ୍ତ୍ରୀ ରହିବାରେ ଇନ୍ଦିରା ଗାନ୍ଧିଙ୍କ ରେକର୍ଡ ଭାଙ୍ଗିଲେ ମୋଦି

    ଓଡ଼ିଶାରେ ମେଟ୍ରୋ ପ୍ରକଳ୍ପ ନେଇ କେନ୍ଦ୍ରକୁ କୌଣସି ପ୍ରସ୍ତାବ ଯାଇନାହିଁ

    ଓଡ଼ିଶାରେ ମେଟ୍ରୋ ପ୍ରକଳ୍ପ ନେଇ କେନ୍ଦ୍ରକୁ କୌଣସି ପ୍ରସ୍ତାବ ଯାଇନାହିଁ