ପିକଅପ ଧକ୍କାରେ ଶ୍ରମିକ ମୃତ

ରାଉରକେଲା: ପିକଅପ ଧକ୍କାରେ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଛି l ମୃତକ ଜଣକ ହେଉଛନ୍ତି ରାଉରକେଲା ନେତାଜୀ ନଗର ଅଂଚଳର l ଆଜି ସକାଳ ପ୍ରାୟ ସାଢେ ୯ଟାରେ କଲୁଙ୍ଗା କୋକାକୋଲା କାରଖାନା ସମ୍ମୁଖ ରାସ୍ତାରେ ଏହି ଦୁର୍ଘଟଣା ଘଟିଥିଲା l ବ୍ରାହ୍ମଣୀ ତରଙ୍ଗ ପୁଲିସ ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ଆରଜିଏଚ ପଠାଇଛି l
ମୃତ ଯୁବକ ନିକଟସ୍ଥ କାରଖାନାରେ କାମ କରନ୍ତି l ଡ୍ୟୁଟି ସାରି ନିଜ ବାଇକ (ଓଆର ୧୪ କେ – ୫୦୪୧) ରେ ଘରକୁ ଫେରୁଥିଲେ l ପଛରୁ ଦ୍ରୁତ ଗତିରେ ଆସୁଥିବା ପିକଅପ ( ଓଡି ୧୪ ଏଅଫ – ୭୯୩୯) କୋକାକୋଲା କାରଖାନା ନିକଟରେ ଧକ୍କା ଦେବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା ।

  • Related Posts

    ପ୍ରଣବଙ୍କ ବିୟୋଗରେ ମୋହନଙ୍କ ଶୋକପ୍ରକାଶ

    ଭୁବନେଶ୍ୱର:ଆଉ ନାହାନ୍ତି ଓଡ଼ିଶା ସଂଗୀତ ଜଗତର ପ୍ରଖ୍ୟାତ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ। ଆଜି ୮୮ ବର୍ଷ ବୟସରେ ସେ ସମସ୍ତଙ୍କୁ ଛାଡ଼ି ପରପାରିକୁ ଚାଲି ଯାଇଛନ୍ତି। ଓଡ଼ିଆ ସଙ୍ଗୀତ ଜଗତରେ ବେତାଜ ବାଦଶାହ ଭାବେ ସେ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ।ଆଜି…

    Continue reading
    ପରଲୋକରେ ପ୍ରଣବ ପଟ୍ଟନାୟକ

    ଭୁବନେଶ୍ୱର: ଆଉ ନାହାନ୍ତି ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଣବ ପଟ୍ଟନାୟକ ।୮୮ ବର୍ଷ ବୟସରେ ସେ ଆଜି ଆଖି ବୁଜିଛନ୍ତି ।ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ଦିନ ୧୧.୩୦ରେ ତାଙ୍କର ପରଲୋକ ହୋଇଛି । ତାଙ୍କ ପରଲୋକ ଖବର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ