ପିକ୍‌ଅପ୍‌ ଧକ୍କାରେ ୨ ମୃତ

ଝାରସୁଗୁଡ଼ା: ଗୁରୁବାର ସକାଳୁ ସଦର ଥାନା ଅନ୍ତର୍ଗତ ସାରସମାଲ ଛକ ନିକଟରେ ପିକ୍‌ଅପ୍ ଧକ୍କାରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରୁ ସହରର ଜଣେ ପ୍ରତିଷ୍ଠିତ ଟ୍ରାଭେଲ୍ସ ବ୍ୟବସାୟୀ ବେହେରାମାଲର ଅଜିତ ସିଂ ହୋଇଥିବା ବେଳେ ଅନ୍ୟ ଜଣେ ମୃତକଙ୍କ ପତ୍ତା ମିଳିପାରିନାହିଁ ।
ଘଟଣାସ୍ଥଳରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଥିବା ବେଳେ ଉତ୍ୟକ୍ତ ଲୋକେ ପିକ୍‌ଅପ୍ ଜାଳି ଦେଇଥିଲେ। ଘଟଣାସ୍ଥଳରେ ପୁଲିସ ଓ ଉତ୍ୟକ୍ତ ଲୋକଙ୍କ ମଧ୍ୟରେ ମୁହାଁମୁହିଁ ସ୍ଥିତି ଉପୁଜିଥିଲା। ଏପରିକି ପୁଲିସ ଉପରକୁ ମଧ୍ୟ ଆକ୍ରମଣ ହୋଇଥିବା ବେଳେ ପିକ୍‌ଅପ୍ ଚାଳକଙ୍କୁ ମଧ୍ୟ ମରଣାନ୍ତକ ଆକ୍ରମଣ ହୋଇଥିଲା ।
ଅତିରିକ୍ତ ଏସପି ମଧୁସିକ୍ତା ମିଶ୍ର, ଏଡିପିଓ ଉମାଶଙ୍କର ସିଂ ଘଟଣାସ୍ଥଳରେ ପହଞ୍ଚି ବୁଝାସୁଝା କରିବା ପରେ ସ୍ଥିତି ଶାନ୍ତ ପଡିଥିଲା।

  • Related Posts

    ପ୍ରାକ୍‌ ନିର୍ବାଚନୀ ହିଂସା: ବ୍ୟାସନଗର ମହାବିଦ୍ୟାଳୟରେ ଫୁଟିଲା ବୋମା

    ଯାଜପୁର: ଦୀର୍ଘ 8 ବର୍ଷ ପରେ ମହାବିଦ୍ୟାଳୟ ଓ ବିଶ୍ବ ବିଦ୍ୟାଳୟରେ ହେବାକୁ ଯାଉଛି ଛାତ୍ର ସଂସଦ ନିର୍ବାଚନ । ଏହା ପୂର୍ବରୁ କଲେଜ ମାନଙ୍କରେ ଦେଖିବାକୁ ମିଳିଲାନି ପ୍ରାକ୍‌ ନିର୍ବାଚନୀ ହିଂସା । ଆଜି(ଗୁରୁବାର) ଭୋର୍‌ ସମୟରେ ଯାଜପୁର ଜିଲ୍ଲାର…

    Continue reading
    ୧୨ ତାରିଖ ବେଳକୁ ଘୂର୍ଣ୍ଣିବଳୟ!

    ଭୁବନେଶ୍ୱର: ୧୨ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ପରେ ଆଣ୍ଡାମାନ ସାଗରରେ ଲଘୁଚାପ ହୋଇପାରେ । କିନ୍ତୁ ଏହା କେତେ ଶକ୍ତିଶାଳୀ ହେବ ଆଉ କେଉଁ ଦିଗକୁ ଯିବ, ତାହା ଏବେଠୁ କହିବା ମୁସ୍କିଲ ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ