ପିସିସି ପକ୍ଷରୁ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ୱର: ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କର ପବିତ୍ର ଜୟନ୍ତୀ ଉତ୍ସବ ଭୁବନେଶ୍ୱର କଂଗ୍ରେସ ଭବନ ଠାରେ ପାଳିତ ହୋଇଛି । ଏହି ଉପଲକ୍ଷେ ସକାଳେ ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ଭକ୍ତ ଚରଣ ଦାସଙ୍କ ନେତୃତ୍ୱରେ କଂଗ୍ରେସ ନେତୃବୃନ୍ଦ ଭୁବନେଶ୍ୱର ଗୋପବନ୍ଧୁ ଛକଠାରେ ଥିବା ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ । ପରେ କଂଗ୍ରେସ ଭବନ କାର୍ଯ୍ୟାଳୟରେ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରାଯାଇଥିଲା । ଅନ୍ୟମାନଙ୍କ ମଧ୍ୟରେ ଏହି କାର୍ଯ୍ୟକ୍ରମରେ କଂଗ୍ରେସ ନେତୃବୃନ୍ଦ ସର୍ବଶ୍ରୀ ସମୀର କୁମାର ରାଉତରାୟ, ସୁରେଶ କୁମାର ରାଉତରାୟ, ଶିବାନନ୍ଦ ରାୟ, ପ୍ରକାଶ ଜେନା, ଅରବିନ୍ଦ ଦାସ, ମନୋରଞ୍ଜନ ଦାଶ, ଅମିୟ ପଟ୍ଟନାୟକ, ପ୍ରକାଶ ମିଶ୍ର, ମିହିର ଆଚାର୍ଯ୍ୟ, ରସିକ ପଟ୍ଟନାୟକ, ଲିଙ୍ଗରାଜ ସାହୁ, ଭାସ୍କର ସେଠୀ, ମନୋରଞ୍ଜନ ରାଉତରାୟ, ଜୟସ୍ମିତା ମହାନ୍ତି, ପ୍ରଭାତ ପ୍ରତାପ ସିଂ ପ୍ରମୁଖ ଉପସ୍ଥିତ ଥିଲେ ।

  • Related Posts

    ଚୂଡାନ୍ତ ପ୍ରାର୍ଥୀ ତାଲିକା : ୩୪୭ କଲେଜରେ ୬୩୬୨ ପ୍ରାର୍ଥୀ, ୧୩ ବିଶ୍ବବିଦ୍ୟାଳୟରେ ୨୮୭ ପ୍ରାର୍ଥୀ

    ଭୁବନେଶ୍ବର : ଦୀର୍ଘ ୮ବର୍ଷ ପରେ ରାଜ୍ୟରେ ଅନୁଷ୍ଠିତ ହେଉଛି କଲେଜରେ ଛାତ୍ର ସଂସଦ ନିର୍ବାଚନ। ଏହି ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି ମୋଟ ୬୩୬୨ ପ୍ରାର୍ଥୀ। ସେହିପରି ବିଶ୍ବବିଦ୍ୟାଳୟ ସ୍ତରରେ ୨୮୭ ଜଣ ପ୍ରାର୍ଥୀ ନିର୍ବାଚନ ରଣାଙ୍ଗନରେ ଅବତୀର୍ଣ୍ଣ ହୋଇଛି। ଉଚ୍ଚଶିକ୍ଷା…

    Continue reading
    ଛାତ୍ର ସଂସଦ ନିର୍ବାଚନ: ବାଣୀବିହାର ମଇଦାନରେ ୨୯ ପ୍ରାର୍ଥୀ

    ଭୁବନେଶ୍ୱର: ଛାତ୍ର ସଂସଦ ନିର୍ବାଚନରେ ଛାତ୍ରଛାତ୍ରୀଙ୍କ ଉତ୍ସାହଠୁ ଅଧିକ ରାଜନେତା, ଛାତ୍ର ସଂଗଠକ ମଧ୍ୟରେ ଦେଖିବାକୁ ମିଳୁଛି । ଉତ୍କଳ ବିଶ୍ୱବିଦ୍ୟାଳୟ ଉପରେ ସମସ୍ତଙ୍କ ନଜର । ଶନିବାର ପ୍ରାର୍ଥୀପତ୍ର ପ୍ରତ୍ୟାହାର ପରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ