ପୁଅ ମାଡ଼ରେ ମା’ ମୃତ

ଝାରସୁଗୁଡ଼ା : ଝାରସୁଗୁଡ଼ା ଜିଲ୍ଲା ବେଲପାହାଡ଼ ଥାନା ଅନ୍ତର୍ଗତ ମହିଜୋରରେ ପୁଅ ମାଡ଼ରେ ମା’ ମୃତ।  ମୃତ ମହିଳା ଜଣଙ୍କ ହେଉଛନ୍ତି ମହିଜୋରର ଉର୍କୁଲି ଲୁହାର (୬୦ ବର୍ଷ)।
ସୂଚନାନୁଯାୟୀ, ଶନିବାର ଭୋର୍ ୪ଟାରେ ଉର୍କୁଲି ଲୁହାର ଶୋଇଥିବା ସମୟରେ ପୁଅ ବନମାଲି ହଠାତ୍ ଏକ ଲୁହା ପଟାରେ ତାଙ୍କ ମୁଣ୍ଡକୁ ପିଟି ଦେଇଥିଲେ। ସ୍ଥାନୀୟ ଲୋକେ ଉର୍କୁଲିଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଲଖନପୁର ଗୋଷ୍ଠି ସ୍ଵାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ବେଲପାହାଡ ପୋଲିସ ଅଭିଯୁକ୍ତ ପୁଅ ବନମାଲି ଲୁହାରକୁ ଅଟକ ରଖିଛି। ସାଇଣ୍ଟିଫିକ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଚଳାଇଛି। ତେବେ ବନମାଲି କାହିଁକି ଉର୍କୁଲିଙ୍କୁ ହତ୍ୟା କଲା ତାହାର କାରଣ ଅସ୍ପଷ୍ଟ ରହିଛି।

  • Related Posts

    ରାଜ୍ୟରେ ୨୦ଟି ନୂଆ ସାଇବର ଥାନା ପ୍ରତିଷ୍ଠା ହେବ

    ଭୁବନେଶ୍ଵର:ରାଜ୍ୟ ସରକାରଙ୍କ ନିଷ୍ପତ୍ତି କ୍ରମେ ସାଇବର ଓ ଅଥନୈତିକ ଅପରାଧ ରୋକିବାକୁ ୨୦ଟି ନୂଆ ଥାନା ପ୍ରତିଷ୍ଠା କରାଯିବ। ଏନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦେଶ କ୍ରମେ ଗୃହ…

    ସ୍ୱାୟତ୍ତ ଦିବସ ପାଳନରୁ ସବୁଜ ୱାର୍ଡ ଅଭିଯାନର ହେବ ଶୁଭାରମ୍ଭ

    ଭୁବନେଶ୍ଵର, ୦୮ / ୦୮: ଅଗଷ୍ଟ ୩୧ରେ ପ୍ରତିବର୍ଷ ଭଳି ପାଳିତ ହେବାକୁ ଯାଉଛି ସ୍ୱାୟତ୍ତ ଶାସନ ଦିବସ । ଏହି ଉପଲକ୍ଷେ ଅଗଷ୍ଟ ୨୫ରୁ ୩୦ ତାରିଖ ପର୍ଯ୍ୟନ୍ତ ପ୍ରାକ୍‌ ଉତ୍ସବ ପାଳନ ସ୍ୱରୂପ ୧୧୫ଗୋଟି ପୌରପାଳିକାରେ ସପ୍ତାହବ୍ୟାପୀ ବିଭିନ୍ନ…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟରେ ୨୦ଟି ନୂଆ ସାଇବର ଥାନା ପ୍ରତିଷ୍ଠା ହେବ

    ହଟିଲା ଆୟକର ବିଲ୍‌ ୨୦୨୫ ଆସିବ ନୂଆ ବିଧେୟକ

    ଓଡ଼ିଶା ବିଧାନସଭାର ନୂତନ େୱବ୍‌ସାଇଟ୍‌ ଉନ୍ମୋଚିତ

    ସ୍ୱାୟତ୍ତ ଦିବସ ପାଳନରୁ ସବୁଜ ୱାର୍ଡ ଅଭିଯାନର ହେବ ଶୁଭାରମ୍ଭ

    ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ତ୍ଵରିତ ପଦକ୍ଷେପ : ଦିନକରେ ଦିଆଗଲା ଦିବ୍ୟାଙ୍ଗ ପ୍ରମାଣପତ୍ର

    ମାନସିକ ସ୍ୱାସ୍ଥ୍ୟ ସମ୍ପର୍କିତ ରାଜ୍ୟସ୍ତରୀୟ କର୍ମଶାଳା ଏବଂ ବିକାଶ କାର୍ଯ୍ୟକ୍ରମ