ପୁଣି ଇସ୍କନର ଅଦିନିଆ ରଥଯାତ୍ରା ଅଭିଯୋଗ

ଭୁବନେଶ୍ୱର: ପୁଣି ଇସ୍କନର ଅଦିନିଆ ରଥଯାତ୍ରା ଅଭିଯୋଗ। ଉତ୍ତରାଖଣ୍ଡ ମଧୁବନ ଆଶ୍ରମ ରିଷିକେଷରେ ଏହି ରଥଯାତ୍ରା କରାଯାଇଥିବାର ସୂଚନା ମିଳିଛି। ଚଳିତ ଅକ୍ଟୋବର ୭ ତାରିଖ ମଙ୍ଗଳବାରରେ ଏହି ରଥଯାତ୍ରା ଇସ୍କନ ପକ୍ଷରୁ କରାଯାଇଥିଲା। ସକାଳ ସାଢ଼େ ୯ଟାରେ ମଧୁବନ ଆଶ୍ରମରୁ ରଥ ବାହାରି ତ୍ରିବେଣୀ ଘାଟ ଚୌକ ଦେଇ ଗୁରୁଦ୍ୱାରା ଶ୍ରୀଗୁରୁ ସିଂ ସଭା ରେଳୱ ରୋଡ୍ ରେ ପହଞ୍ଚିଥିଲା। ଏକ ଚାରି ଚକିଆ ଗାଡ଼ିରେ ଶ୍ରୀଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କୁ ଏକ ୪ ଚକିଆ ଗାଡ଼ିରେ ନିଆଯାଇଥିଲା। ଇସ୍କନର ଏପରି ନୀତି ବିରୋଧୀ ଅଦିନିଆ ସ୍ନାନଯାତ୍ରା ଓ ରଥଯାତ୍ରା ପ୍ରସଙ୍ଗରେ ସେପ୍ଟେମ୍ବର ୬ ତାରିଖରେ ଇସ୍କନକୁ ଏକ ୧୦୦ ପୃଷ୍ଠାର ଏକ ପୂର୍ଣ୍ଣାଙ୍ଗ ଉତ୍ତର ଦିଆଯାଇଥିଲା। ନୀତି ଓ ପରମ୍ପରାକୁ ନ ମାନିଲେ ଆଇନର ଆଶ୍ରୟ ନିଆଯିବ ବୋଲି ଗଜପତିଙ୍କ ଦ୍ଵାରା ଇସ୍କନକୁ ଚିଠି ଲେଖାଯାଇଥିଲା। ତଥାପି ମାତ୍ର ମାସେ ଭିତରେ ନୀତି ତିଥିକୁ ଅବମାନନା କରି ଇସ୍କନ ରଥଯାତ୍ରା କରିଥିବାରୁ ଏହାକୁ ନେଇ କୋଟି କୋଟି ଜଗନ୍ନାଥପ୍ରେମୀଙ୍କ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ