ପୁଣି କମିଲା ସୁନା ଦାମ୍‌

ଭୁବନେଶ୍ୱର : ଗ୍ରାହକଙ୍କ ପାଇଁ ଖୁସି ଖବର । ପୁଣି ଖସିଲା ସୁନା ଦାମ୍‌ ।୨୨ କ୍ୟାରେଟ୍‌ ସୁନା ୧୦ ଗ୍ରାମ୍‌କୁ ୭୨,୩୦୦ ଟଙ୍କା । ପୂର୍ବରୁ ଭୁବନେଶ୍ୱରରେ ୨୨ କ୍ୟାରେଟ୍‌ର ଦର ଥିଲା ୭୩,୮୦୦ ଟଙ୍କା । ୨୨ କ୍ୟାରେଟ୍‌ ଦାମ୍‌ ବେଙ୍ଗାଲୁରୁରେ ୭୨,୦୫୦ ଟଙ୍କା ଓ ୨୪ କ୍ୟାରେଟ୍‌ ଦାମ୍‌ ୭୮,୬୧୦ଟଙ୍କା ।
ଚେନ୍ନାଇରେ ୨୨ କ୍ୟାରେଟ୍‌ ଦାମ୍‌ ୭୨,୧୫୦ ଟଙ୍କା ଓ ୨୪ କ୍ୟାରେଟ୍‌ ଦାମ୍‌ ୭୮,୭୧୦ ଟଙ୍କା । ଦିଲ୍ଲୀରେ ୨୨ କ୍ୟାରେଟ୍‌ ଦାମ୍‌ ୭୨,୧୫୦ ଟଙ୍କା ଓ ୨୪ କ୍ୟାରେଟ୍‌ ଦାମ୍‌ ୭୮,୭୧୦ । ମୁମ୍ବାଇରେ ୨୨ କ୍ୟାରେଟ୍‌ ଦାମ୍‌ ୭୨,୦୦୦ ଟଙ୍କା ଓ ୨୪ କ୍ୟାରେଟ୍‌ ଦାମ୍‌ ୭୮,୫୬୦ ଟଙ୍କା । ସୂଚନାନୁଯାୟୀ,ବୁଧବାର ମଧ୍ୟ ସୁନା-ରୂପା ଦାମ୍ ହ୍ରାସ ପାଇଥିଲା। ୧୦ ଗ୍ରାମ ୨୪ କ୍ୟାରେଟ୍ ସୁନା ଦାମ୍ ୪୩୦ ଟଙ୍କା ହ୍ରାସ ପାଇ ୭୮,୧୩୬ ଟଙ୍କାକୁ ଖସିଆସିଥିଲା।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ