ପୁଣି ଚର୍ଚ୍ଚାରେ ଅର୍ଚ୍ଚନା ନାଗ

ଭୁବନେଶ୍ୱର: ପୁଣି ଚର୍ଚ୍ଚାରେ ଅର୍ଚ୍ଚନା ନାଗ। ନାଗ ଦମ୍ପତିଙ୍କୁ ନେଇ ଆସିଛି ବଡ଼ ଖବର। ନାଗ ଦମ୍ପତି ଏବେ କୋର୍ଟରେ ଛାଡପତ୍ର ପାଇଁ ଆବେଦନ କରିଛନ୍ତି। ଅର୍ଚ୍ଚନା ନାଗଙ୍କୁ ଛାଡପତ୍ର ଦେବା ପାଇଁ କୋର୍ଟରେ ଆବେଦନ କରିଛନ୍ତି ସ୍ବାମୀ ଜଗବନ୍ଧୁ ଚାନ୍ଦ। ଏନେଇ ଭୁବନେଶ୍ୱର ଫ୍ୟାମିଲି କୋର୍ଟରେ ମାମଲା(ନଂ. ୫୮/୨୫) ରୁଜୁ ହୋଇଛି।

ସୂଚନାଯୋଗ୍ୟ, ଅର୍ଚ୍ଚନା ନାଗଙ୍କ ହନିଟ୍ରାପ ଘଟଣା ସାରା ଓଡ଼ିଶାରେ ଚହଳ ସୃଷ୍ଟି କରିଥିଲା। ଏଥିରେ ବହୁ ବଡ଼ ବଡ଼ ନେତା ଓ ବ୍ୟକ୍ତି ସଂପୃକ୍ତ ଥିବା ଖବର ଆସିଥିଲା। ଯାହାପରେ ତାଙ୍କୁ ୨୦୨୨ରେ ଗିରଫ କରାଯାଇଥିଲା। ସେ ଗିରଫ ହେବାର କିଛିଦିନ ପରେ ତାଙ୍କ ସ୍ବାମୀ ଗିରଫ ହୋଇଥିଲେ। ପ୍ରାୟ ଦେଢବର୍ଷ ପରେ ଦୁହେଁ ଜେଲରୁ ବାହାରିଥିଲେ। ଜେଲରୁ ବାହାରିବା ପରେ ଉଭୟଙ୍କ ମଧ୍ୟରେ ବିବାଦ ଦେଖାଯାଇଥିଲା। ଶେଷରେ ଜଗବନ୍ଧୁ ଅର୍ଚ୍ଚନାଙ୍କ ଠାରୁ ଅଲଗା ହେବାକୁ ନିଷ୍ପତ୍ତି ନେଇଥିଲେ।

ଅର୍ଚ୍ଚନା ନାଗ ମାମଲା ଓଡ଼ିଶାରେ ଏକ ଚାଞ୍ଚଲ୍ୟକର ଘଟଣା ଭାବେ ଚହଳ ସୃଷ୍ଟି କରିଥିଲା। ଅର୍ଚ୍ଚନା ହନିଟ୍ରାପ, ବ୍ଲାକମେଲିଂ ଏବଂ ଅର୍ଥ ଆଦାୟ କରି ବହୁ ବଡ଼ ବଡ଼ ନେତାଙ୍କୁ ଫସାଇଥିଲେ।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ