ପୁଣି ଭାରତୀୟ ମହିଳା ବିଶ୍ଵ ଚାମ୍ପିଅନ୍

ନୂଆଦିଲ୍ଲୀ: ପୁଣି ଇତିହାସ ରଚିଲେ ଭାରତୀୟ ମହିଳା। ଦୃଷ୍ଟିବାଧିତ ମହିଳା କ୍ରିକେଟ୍ ଟିମ୍ ଟି-୨୦ ବିଶ୍ଵକପ୍ ରେ ଭାରତ ଚାମ୍ପିଅନ୍ ହୋଇଛି । କଲମ୍ବୋରେ ଅନୁଷ୍ଠିତ ଫାଇନାଲ ମ୍ୟାଚ୍‌ରେ ନେପାଳକୁ ୭ ଓ୍ବିକେଟ୍‌ ରେ ହରାଇ ଭାରତ ଚାମ୍ପିଅନ୍ ହୋଇଛି। ଭାରତ ପ୍ରଥମଥର ପାଇଁ ଦୃଷ୍ଟିବାଧିତ ମହିଳା ଟି-୨୦ ବିଶ୍ଵକପ୍‌ ଜିତି ଇତିହାସ ରଚିଛି। ଟସ୍‌ ଜିତି ଭାରତ ପ୍ରଥମେ ବୋଳିଂ କରିବାକୁ ନିଷ୍ପତ୍ତି ନେଇଥିଲା। ନେପାଳ ନିର୍ଦ୍ଧାରିତ ୨୦ ଓଭରରେ ୫ ଓ୍ପିକେଟ୍ ହରାଇ ୧୧୪ ରଡ଼୍ରେ ସୀମିତ ରହିଥିଲା। ଜବାବରେ ଦମଦାର୍‌ ବ୍ୟାଟିଂ ବଳରେ ଭାରତ ୧୩ ଓଭରରେ ମ୍ୟାଚ୍ ଜିତି ଟାଇଟଲ୍‌ ନିଜ ନାଁରେ କରିଛି। ଫାଇନାଲ ମ୍ୟାଚ୍‌ରେ ଚମକିଛନ୍ତି ଓଡିଆ ଝିଅ ଫୁଲ ସୋରେନ୍। ଫୁଲଙ୍କର ଦମଦାର ବ୍ୟାଟିଂ ଭାରତର ବିଜୟକୁ ସହଜ କରିଦେଇଥିଲା।

  • Related Posts

    ଏସୀୟ କ୍ରୀଡା ; ହାରିଲା ପାକିସ୍ତାନ; ଟିମ୍ ଇଣ୍ଡିଆ ଜିତିଲା ସ୍ୱର୍ଣ୍ଣ ପଦକ

    ନୂଆଦିଲ୍ଲୀ : ଏସୀୟ କ୍ରୀଡାରେ ଇତିହାସ ରଚିଲା ଭାରତ। କ୍ରିକେଟରେ ସ୍ୱର୍ଣ୍ଣ ପଦକ ଜିତିଲା ଭାରତ। ଫାଇନାଲରେ ପାକିସ୍ତାନକୁ ହରାଇ ସୁନା ଜିତିଲା ଟିମ୍ ଇଣ୍ଡିଆ। ଲଗାତାର ୨ୟ ଥର ପାଇଁ ସ୍ୱର୍ଣ୍ଣ ପଦକ ହାତେଇଲା ଭାରତ। ୧୯ ରନରେ ପାକିସ୍ତାନକୁ…

    Continue reading
    ଲଭଲିନା ରଚିଲେ ଇତିହାସ, ମେରି କମଙ୍କ ପରେ ସ୍ବର୍ଣ୍ଣ ଜିତିଥିବା ଦ୍ବିତୀୟ ଭାରତୀୟ

    ଭାରତୀୟ ବକ୍ସର ଲଭଲିନା ବୋରଗୋହେନ ୨୦୨୬ ଏସୀୟ କ୍ରୀଡ଼ାରେ ଦେଶ ପାଇଁ ସ୍ୱର୍ଣ୍ଣ ପଦକ ଜିତି ଇତିହାସ ରଚିଛନ୍ତି । ମହିଳା ୭୫ କିଲୋଗ୍ରାମ ବର୍ଗର ଫାଇନାଲରେ ଚୀନର ବକ୍ସର ବାଓ ଜିୟିଙ୍କୁ ୫-୦ରେ ପରାସ୍ତ କରିଛନ୍ତି । ପ୍ରଥମ ଦୁଇ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ