ପୁଣି ରାଜଧାନୀରେ ବଙ୍ଗୀୟ ମହିଳାଙ୍କୁ ଦୁଷ୍କର୍ମ ଉଦ୍ୟମ

ଭୁବନେଶ୍ୱର: ପୁଣି ରାଜଧାନୀରେ ବଙ୍ଗୀୟ ମହିଳାଙ୍କୁ ଦୁଷ୍କର୍ମ ଉଦ୍ୟମ । ରାଜଧାନୀର ଏକ ହୋଟେଲରେ ଦୁଷ୍କର୍ମ ଉଦ୍ୟମ କରି ଗିରଫ ହେଲା ଅଭିଯୁକ୍ତ । ଅଭିଯୁକ୍ତ ଜଣଙ୍କ ହେଉଛି ଜୟନ୍ତ କୁମାର ନାୟକ । ଘର ବାଲେଶ୍ଵର ସୋର ଥାନା ଅନ୍ତର୍ଗତ ଶିରପୁର । କଲିକତା ଗିରିଶ ପାର୍କ ଅଞ୍ଚଳର ପୀଡିତା ୪ ମାସ ହେବ ତାଙ୍କ ସ୍ୱାମୀଙ୍କ ସହ ଭରତପୁର ଜିଏ କଲୋନୀର ଏକ ହୋଟେଲରେ ରହୁଥିଲେ। ସ୍ୱାମୀ ବାହାରକୁ ଯାଇଥିବା ବେଳେ ପୀଡିତାଙ୍କ ବିଶ୍ୱାସ ଜନ୍ମାଇ ରୁମ ଭିତରେ ପଶିଥିଲେ ଅଭିଯୁକ୍ତ । ଏହାପରେ ଜୋର ଜବରଦସ୍ତ ଟଣା ଓଟରା କରିବା ସହ ଦୁଷ୍କର୍ମ ଉଦ୍ୟମ କରିଥିଲେ । ଏ ନେଇ ଭରତପୁର ଥାନାରେ ଅଭିଯୋଗ ପରେ ଅଭିଯୁକ୍ତକୁ ଗିରଫ କରିଛି ପୋଲିସ ।

  • Related Posts

    ତାମିଲନାଡୁ ଗ୍ୟାସ ଲିକ୍‌ ଅଘଟଣ : ସୁରକ୍ଷିତ ଫେରିଲେ ୬୨ ଓଡ଼ିଆ ଶ୍ରମିକ

    ଭୁବନେଶ୍ୱର: ତାମିଲନାଡୁ ଗ୍ୟାସ୍ ଟ୍ରାଜେଡି ପରେ ଭୟ ଓ ଅନିଶ୍ଚିତତା ମଧ୍ୟରେ ରହିଥିବା ଓଡ଼ିଆ ପ୍ରବାସୀ ଶ୍ରମିକଙ୍କୁ ସୁରକ୍ଷିତ ଭାବେ ରାଜ୍ୟକୁ ଫେରାଇ ଆଣିବାରେ ସଫଳ ହୋଇଛନ୍ତି ସରକାର। ଚେନ୍ନାଇରୁ ଟ୍ରେନ୍‌ ଯୋଗେ ୬୨ ଜଣ ଓଡ଼ିଆ ପ୍ରବାସୀ ଶ୍ରମିକ ଆଜି…

    Continue reading
    OTAS ଅଧିକାରୀ ଭୀମସେନ ଟୁଡୁ ଚାକିରୀରୁ ବହିଷ୍କୃତ

    -ଟ୍ରେନିଙ୍ଗ୍ ସମୟରେ ପୋଲିସ ଦ୍ୱାରା ଗିରଫ ହୋଇଥିଲେ, -ବିଚାର ବିଭାଗୀୟ ହେପାଜତକୁ ପଠାଯାଇଛି ଭୁବନେଶ୍ୱର: ନୂଆ କରି ନିଯୁକ୍ତି ପାଇଥିବା OT&AS(Odisha Taxation & Accounts Service) ଅଧିକାରୀ ଭୀମସେନ ଟୁଡୁଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ନେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ