ପୁଣି ଶ୍ରୀମନ୍ଦିରରେ ହିଡେନ୍‍ କ୍ୟାମେରା

ପୁରୀ: ପୁଣି ଶ୍ରୀମନ୍ଦିରରୁ ଧରା ହୋଇଛି ହିଡେନ୍‍ କ୍ୟାମେରା ଯୁକ୍ତ ଚଷମା । ମଙ୍ଗଳବାର ସକାଳୁ ପଶ୍ଚିମ ଦ୍ୱାର ନିକଟରୁ ଧରାପଡିଛି ହିଡେନ୍‍ କ୍ୟାମେରା । ଚଷମାରେ ହିଡେନ୍‍ କ୍ୟାମେରା ଲଗାଇ ପ୍ରବେଶ କରିଥିଲେ ପଶ୍ଚିମବଙ୍ଗର ଜଣେ ଯୁବକ । ସଂପୃକ୍ତ ଯୁବକଙ୍କୁ ସିଂହଦ୍ୱାର ଥାନା ପୁଲିସ ଅଟକାଇ ମୋବାଇଲ ଜବତ କରି ଯାଞ୍ଚ କରୁଛି । ଗତକାଲି ଗୁଜୁରାଟର ଜଣେ ବ୍ୟକ୍ତି ମଧ୍ୟ ଅନୁରୂପ କାର୍ୟ୍ୟ ପାଇଁ ଧରାପଡିଥିଲେ ।

  • Related Posts

    ଶ୍ରୀମନ୍ଦିରେ ଆହୁରି କଡାକଡି ଚେକିଂ କରାଯିବ-ମନ୍ତ୍ରୀ

    ଭୁବନେଶ୍ୱର: ଶ୍ରୀମନ୍ଦିରେ ବାରମ୍ବର ହିଡେନ୍‍ କ୍ୟାମେରା ଠାବ ହେବା ପରେ ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠିଛି । ଏନେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖି କହିଛନ୍ତି ଯେ ଶ୍ରୀମନ୍ଦିରେ ଆହୁରି କଡାକଡି ଚେକିଂ କରାଯିବ । ବାରମ୍ବାର ହିଡେନ୍‍…

    ସ୍କୁଲ ହଷ୍ଟେଲ୍ ପିଲାଙ୍କୁ ଦିଆଯିବ ଡିଜିଟାଲ ସ୍ୱାସ୍ଥ୍ୟକାର୍ଡ:ମନ୍ତ୍ରୀ

    ଭୁବନେଶ୍ୱର: ଏଣିକି ହଷ୍ଟେଲ୍‌ରେ ରହୁଥିବା ଛାତ୍ରଛାତ୍ରୀଙ୍କୁ ଡିଜିଟାଲ୍‌ ସ୍ୱାସ୍ଥ୍ୟକାର୍ଡ ପ୍ରଦାନ କରାଯିବ । ଏହି କାର୍ଡରେ ପିଲାଟିର ସ୍ୱାସ୍ଥ୍ୟ ସଂପର୍କିତ ସମସ୍ତ ତଥ୍ୟ ରେକର୍ଡ କରାଯିବ । ଏହାକୁ ଆଧାର କରି ତାର ଚିକିତ୍ସା କରାଯିବ । ଏପରି ସୂଚନା ଦେଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ଆଜି ଜମ୍ମୁ କାଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ମିଳିବା ନେଇ ଚର୍ଚ୍ଚା

    ଆଜି ଜମ୍ମୁ କାଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ମିଳିବା ନେଇ ଚର୍ଚ୍ଚା

    ଭାତ ଖାଇବା ପରେ ଓ ପୂର୍ବରୁ ଏହି ଭୁଲ୍‌‌ କରୁଛନ୍ତି କି?

    ଭାତ ଖାଇବା ପରେ ଓ ପୂର୍ବରୁ ଏହି ଭୁଲ୍‌‌ କରୁଛନ୍ତି କି?

    ଶ୍ରୀମନ୍ଦିରେ ଆହୁରି କଡାକଡି ଚେକିଂ କରାଯିବ-ମନ୍ତ୍ରୀ

    ଶ୍ରୀମନ୍ଦିରେ ଆହୁରି କଡାକଡି ଚେକିଂ କରାଯିବ-ମନ୍ତ୍ରୀ

    ପୁରୀ ସହରରେ ପୁଣି ଗଡ଼ିଲା ମୁଣ୍ଡ

    ପୁରୀ ସହରରେ ପୁଣି ଗଡ଼ିଲା ମୁଣ୍ଡ

    ସ୍କୁଲ ହଷ୍ଟେଲ୍ ପିଲାଙ୍କୁ ଦିଆଯିବ ଡିଜିଟାଲ ସ୍ୱାସ୍ଥ୍ୟକାର୍ଡ:ମନ୍ତ୍ରୀ

    ସ୍କୁଲ ହଷ୍ଟେଲ୍ ପିଲାଙ୍କୁ ଦିଆଯିବ ଡିଜିଟାଲ ସ୍ୱାସ୍ଥ୍ୟକାର୍ଡ:ମନ୍ତ୍ରୀ

    ୧୪ରୁ ରାଜ୍ୟକୁ ପୁଣି ବର୍ଷା ଫେରିବାର ସମ୍ଭାବନା

    ୧୪ରୁ ରାଜ୍ୟକୁ ପୁଣି ବର୍ଷା ଫେରିବାର ସମ୍ଭାବନା