ପୁଣି ହାତୀର ମୃତଦେହ ଉଦ୍ଧାର

ସମ୍ୱଲପୁର: ଯୁଯୁମୁରା ରେଞ୍ଜ ଯାଦୁ ଲୋଇସିଂହ ଗାଁ ପାଖ ବିଲରୁ ଉଦ୍ଧାର ହେଲା ହାତୀର ମୃତଦେହ । ହାତୀର ଆନୁମାନିକ ବୟସ ୨୦ ବର୍ଷ ହୋଇଥିବାବେଳେ ଏହା ଏକ ଦନ୍ତା ହାତୀ ବୋଲି ଜଣାପଡିଛି । ସମ୍ୱଲପୁରରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି ।

ସୂଚନା ମୁତାବକ, ଲୋଇସିଂହ ଗାଁ ବିଲ ପାଖରେ ଏକ ଦନ୍ତା ହାତୀର ମୃତଦେହ ପଡ଼ିଥିବାର ଦେଖିବାକୁ ପାଇଥିଲେ ସ୍ଥାନୀୟଲୋକେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ବନ ବିଭାଗର କର୍ମଚାରୀଙ୍କୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ବିଭାଗର କର୍ମଚାରୀ ପହଞ୍ଚି ହାତୀଟିର ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି । ଏହା ସହ ହାତୀର ମୃତ୍ୟୁର କାରଣ ଖୋଜି, ତାର ତଦନ୍ତ ଚଳାଇଛି ବନ ବିଭାଗର ଟିମ୍‌ ।

  • Related Posts

    ହୁତୁହୁତୁ ହୋଇ ଜଳିଗଲା ଘରୋଇ ବସ୍‌

    ଝାରସୁଗୁଡା: ଝାରସୁଗୁଡା ସହରର ବୃନ୍ଦାବନ କଲୋନୀ ରାସ୍ତାରେ ଶନିବାର ଏକ ଘରୋଇ ବସ୍‌ରେ ନିଆଁ ଲାଗିବାରୁ ହୁତୁହୁତୁ ହୋଇ ଜଳି ଯାଇଛି । ବସ୍‌ରେ କେହି ନ ଥିବାରୁ ବିଶେଷ କ୍ଷତି ହୋଇନାହିଁ । ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି…

    ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୨ ମୃତ

    ନୂଆପଡ଼ :ଟ୍ରକ ଧକ୍କାରେ ଚାଲିଗଲା ମାମୁ ଓ ଭଣଜାଙ୍କ ଜୀବନ । ନୂଆପଡ଼ା ଜାତୀୟ ରାଜପଥ ୩୫୩ କ୍ରିଷ୍ଣା ଛକ ସ୍ଥିତ ତେତେଲବନ୍ଧ ନିକଟରେ ଘଟିଛି ଦୁର୍ଘଟଣା । ମୃତକ କୋମନା ଥାନା ଖଇରଭାଡ଼ି ଗାଁର ପ୍ରେମ ମାଝୀ ଓ ଖୁଟଲୁ…

    Leave a Reply

    Your email address will not be published. Required fields are marked *

    You Missed

    ଆତଙ୍କୀଙ୍କ ସହ ଗୁଳିବିନିମୟରେ ୨ ଯବାନ ଶହୀଦ

    ଆତଙ୍କୀଙ୍କ ସହ ଗୁଳିବିନିମୟରେ ୨ ଯବାନ ଶହୀଦ

    ହୁତୁହୁତୁ ହୋଇ ଜଳିଗଲା ଘରୋଇ ବସ୍‌

    ହୁତୁହୁତୁ ହୋଇ ଜଳିଗଲା ଘରୋଇ ବସ୍‌

    ମେରିଟ୍ ଯୋଜନା କାର୍ୟ୍ୟକାରୀକୁ କେନ୍ଦ୍ର କ୍ୟାବିନେଟର ଅନୁମୋଦନ

    ମେରିଟ୍ ଯୋଜନା କାର୍ୟ୍ୟକାରୀକୁ କେନ୍ଦ୍ର କ୍ୟାବିନେଟର ଅନୁମୋଦନ

    ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୨ ମୃତ

    ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୨  ମୃତ

    ଦୁଇଦିନିଆ ଗଞ୍ଜାମ ଗସ୍ତରେ ଧର୍ମେନ୍ଦ୍ର ପ୍ରଧାନ

    ଦୁଇଦିନିଆ ଗଞ୍ଜାମ ଗସ୍ତରେ ଧର୍ମେନ୍ଦ୍ର ପ୍ରଧାନ

    ଶ୍ରୀମନ୍ଦିରରେ ଗହ୍ମା ପୂର୍ଣ୍ଣିମା, ୨ ଭାଇଙ୍କ ହାତରେ ରାକ୍ଷୀ ବାନ୍ଧିବେ ସୁଭଦ୍ରା

    ଶ୍ରୀମନ୍ଦିରରେ ଗହ୍ମା ପୂର୍ଣ୍ଣିମା, ୨ ଭାଇଙ୍କ ହାତରେ ରାକ୍ଷୀ ବାନ୍ଧିବେ  ସୁଭଦ୍ରା