ପୂର୍ବତନ ବିଧାୟକ ଆୟୁବ ଖାନଙ୍କ ପରଲୋକ

ଭୁବନେଶ୍ୱର: ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ବିଧାୟକ ଆୟୁବ ଖାନଙ୍କ ଦେହାନ୍ତ ଘଟିଛି। କଣ୍ଟାବାଞ୍ଜି ସ୍ଥିତ ବାସଭବନରେ ତାଙ୍କର ପରଲୋକ ଘଟିଥିବା ଜଣାପଡିଛି। ଏନେଇ ତାଙ୍କ ପୁଅ ସୂଚନା ଦେଇଛନ୍ତି। ମୃତ୍ୟୁବେଳକୁ ତାଙ୍କୁ ୭୮ ବର୍ଷ ହୋଇଥିଲା । ସେ ୨ ଥର ବିଧାୟକ ଥିଲେ। ଆୟୁବ ଖାନ ନୂଆପଡ଼ା ଓ କଣ୍ଟାବାଞ୍ଜି ଅଞ୍ଚଳରେ ବିଜୁ ଜନତା ଦଳର ସଂଗଠନକୁ ମଜଭୁତ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ।

  • Related Posts

    ନିମାପଡାରେ ନିୟମର ଧଜ୍ଜିଆ ଉଡାଉଛନ୍ତି ସରକାରୀ ବାବୁ ଓ ବାବୁଆଣି

    ଅଫିସ ସକାଳୁଆ ,ଆସୁଛନ୍ତି ୧୦ଟା ପରେ ନିମାପଡ଼ା ରୁ ବସନ୍ତ ନାୟକ, ଗ୍ରୀଷ୍ମ ପ୍ରବାହ ବୃଦ୍ଧି ଯୋଗୁଁ ରାଜ୍ୟ ସରକାର ସମସ୍ତ ସରକାରୀ କାର୍ଯ୍ୟାଳୟ ଗୁଡିକୁ ସକାଳୁ ଖୋଲିବାକୁ ନିର୍ଦ୍ଦେଶ ଦେଇଛନ୍ତି। ତେବେ ସରକାର ଙ୍କ ଏହି ଆଦେଶ କୁ ନିମାପଡ଼ାରେ…

    Continue reading
    ସାମାଜିକ କର୍ମୀ ଭରତ ସାହୁଙ୍କୁ ହତ୍ୟା ଉଦ୍ୟମ ଘଟଣା: ୨ ଗିରଫ

    ଦେବଗଡ଼:ଗତ ଫେବୃଆରୀ ମାସ ୧୬ ତାରିଖରେ ଦେବଗଡ ଥାନାର ଟାଇଁସର ସ୍ଥିତ ଫାର୍ମ ହାଉସରେ ସାମାଜିକ କର୍ମୀ ରିଆମାଳ ଥାନାଂଚଳର ପୁରୁମୁଣ୍ଡା ଗ୍ରାମର ଭରତ ସାହୁଙ୍କୁ ହତ୍ୟା ଉଦ୍ୟମ ଘଟଣାର ଆଜି ଦେବଗଡ ଥାନା ପୁଲିସ ପର୍ଦ୍ଦାଫାଶ କରିଛି। ଉକ୍ତ ଘଟଣାର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ