ପୃଥ୍ବୀ-୨ ଓ ଅଗ୍ନି-୧ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ଵର: ସ୍ଵଳ୍ପ ଦୂରଗାମୀ ବାଲିଷ୍ଟିକ କ୍ଷେପଣାସ୍ତ୍ର ପୃଥ୍ବୀ-୨ ଏବଂ ଅଗ୍ନି-୧ର ପରୀକ୍ଷଣ ସଫଳ ହୋଇଛି। ବାଲେଶ୍ଵର ଜିଲା ଚାନ୍ଦିପୁରସ୍ଥିତ ଆଇଟିଆରରୁ ଏହି ଦୁଇ କ୍ଷେପଣାସ୍ତ୍ରର ବ୍ୟାବହାରିକ ପରୀକ୍ଷଣ କରାଯାଇଛି। ଭାରତର ଆଣବିକ ଅସ୍ତ୍ରଶସ୍ତ୍ରର ପରିଚାଳନା କରୁଥିବା ଷ୍ଟ୍ରାଟେଜିକ ଫୋର୍ସେସ କମାଣ୍ଡ ଅଧୀନରେ ଏହି ପରୀକ୍ଷଣ ସମ୍ପନ୍ନ ହୋଇଛି। ଲଦାଖରେ ଆକାଶ ପ୍ରାଇମ କ୍ଷେପଣାସ୍ତ୍ର ପରୀକ୍ଷଣ କରାଯିବା ପରେ ଏହି ଦୁଇଟି ଯାକ କ୍ଷେପଣାସ୍ତ୍ରର ପରୀକ୍ଷଣ କରାଯାଇଛି।

  • Garvita Odia

    Related Posts

    ବାଲେଶ୍ୱର ଗସ୍ତରେ ଉଚ୍ଚଶିକ୍ଷା ବିଭାଗର ଉଚ୍ଚ ସ୍ତରୀୟ କମିଟି

    ବାଲେଶ୍ୱର : ଫକୀରମୋହନ କଲେଜ ଛାତ୍ରୀ ଆତ୍ମାହୁତି ଘଟଣାର ତଦନ୍ତ ପାଇଁ ଶୁକ୍ରବାର ବାଲେଶ୍ୱର ଗସ୍ତରେ ଉଚ୍ଚଶିକ୍ଷା ବିଭାଗର ଉଚ୍ଚ ସ୍ତରୀୟ କମିଟି । ଏହି କମିଟି ୧୮ ଓ ୧୯ ତାରିଖ ଦୁଇ ଦିନ ଧରି କଲେଜ ପରିସରରେ ତଦନ୍ତ…

    ମାର୍ଗଦର୍ଶିକା: ଛାତ୍ରଛାତ୍ରୀଙ୍କୁ ନିଜର ପୁଅ ଝିଅ ତଥା ଭାଇ ଭଉଣୀ ପରି ବ୍ୟବହାର ପାଇଁ ନିର୍ଦ୍ଦେଶ

    ସମ୍ବଲପୁର: ଜିଏମ୍ ବିଶ୍ବବିଦ୍ୟାଳୟରେ ଛାତ୍ରୀ ଅସଦାଚରଣ ପରେ କୁଳପତି ଜାରି କଲେ ମାର୍ଗଦର୍ଶିକା । ଏହା ସହ ଅପରାହ୍ନ ୪ଟାରେ ବସିବ ଆଇସିସି । କାର୍ୟ୍ୟକ୍ଷେତ୍ରରେ ପ୍ରଫେସନାଲ ଭ୍ୟାଲୁ, ମୋରାଲ୍ ଭ୍ୟାଲୁ ପାଳନ କରିବା ପାଇଁ ମାର୍ଗଦର୍ଶିକା ଜାରି । ଛାତ୍ରଛାତ୍ରୀଙ୍କୁ…

    Leave a Reply

    Your email address will not be published. Required fields are marked *

    You Missed

    ବାଲେଶ୍ୱର ଗସ୍ତରେ ଉଚ୍ଚଶିକ୍ଷା ବିଭାଗର ଉଚ୍ଚ ସ୍ତରୀୟ କମିଟି

    ବାଲେଶ୍ୱର ଗସ୍ତରେ ଉଚ୍ଚଶିକ୍ଷା ବିଭାଗର ଉଚ୍ଚ ସ୍ତରୀୟ କମିଟି

    ରାଜଧାନୀରେ ଯୁବକଙ୍କୁ ପଥରରେ ଛେଚି ମାରିଦେଲେ ଦୁର୍ବୃତ୍ତ

    ରାଜଧାନୀରେ  ଯୁବକଙ୍କୁ  ପଥରରେ ଛେଚି ମାରିଦେଲେ ଦୁର୍ବୃତ୍ତ

    ବେଙ୍ଗାଲୁରୁର ୪୦ ସ୍କୁଲକୁ ବୋମା ଧମକ

    ବେଙ୍ଗାଲୁରୁର ୪୦ ସ୍କୁଲକୁ ବୋମା ଧମକ

    କାର୍‌ -ଟ୍ରକ ଧକ୍କା:୪ ମୃତ

    କାର୍‌ -ଟ୍ରକ ଧକ୍କା:୪ ମୃତ

    ମାର୍ଗଦର୍ଶିକା: ଛାତ୍ରଛାତ୍ରୀଙ୍କୁ ନିଜର ପୁଅ ଝିଅ ତଥା ଭାଇ ଭଉଣୀ ପରି ବ୍ୟବହାର ପାଇଁ ନିର୍ଦ୍ଦେଶ

    ମାର୍ଗଦର୍ଶିକା: ଛାତ୍ରଛାତ୍ରୀଙ୍କୁ ନିଜର ପୁଅ ଝିଅ ତଥା ଭାଇ ଭଉଣୀ ପରି ବ୍ୟବହାର ପାଇଁ ନିର୍ଦ୍ଦେଶ

    ସୌମ୍ୟାଶ୍ରୀ ଆତ୍ମହତ୍ୟା ଘଟଣା, ହାଇକୋର୍ଟରେ ଜନସ୍ୱାର୍ଥ ମାମଲା

    ସୌମ୍ୟାଶ୍ରୀ ଆତ୍ମହତ୍ୟା ଘଟଣା, ହାଇକୋର୍ଟରେ  ଜନସ୍ୱାର୍ଥ ମାମଲା