ପେଟ୍ରୋଲ ପମ୍ପରେ ହାଉଯାଉ ଭିଡ଼

ନବରଙ୍ଗପୁର:ପେଟ୍ରୋଲ ପମ୍ପରେ ହାଉଯାଉ ଭିଡ଼। ତେଲ ନେବାକୁ ଲାଗିଛି ଲମ୍ବା ଲାଇନ। ଆଖପାଖର ତେଲ ଟାଙ୍କି ବନ୍ଦ ପଡିଥିବାରୁ ତେଲ ନେବାକୁ ଭିଡ଼ ଜମାଇଛନ୍ତି ଲୋକେ। ନବରଙ୍ଗପୁର ସହରରେ ପେଟ୍ରୋଲ ଓ ଡିଜେଲର ଅଭାବ ଦେଖାଦେବା ପରେ ପେଟ୍ରୋଲ ପମ୍ପ ସାମ୍ନାରେ ଦେଖିବାକୁ ମିଳିଛି ଏଭଳି କିଛି ଦୃଶ୍ୟ।

ସହରରେ ୬ ତେଲ ଟାଙ୍କି ରହିଥିବା ବେଳେ ତେଲ ଅଭାବରୁ ଗତକାଲି ସନ୍ଧ୍ୟାରୁ ବନ୍ଦ ପଡ଼ିରହିଛି ୪ଟି ତେଲ ଟାଙ୍କି। ଫଳରେ ଅନ୍ୟ ୨ଟି ଖୋଲା ଥିବା ଟାଙ୍କିରେ ପେଟ୍ରୋଲ ଓ ଡିଜେଲ ପାଇଁ ଲୋକଙ୍କ ଭିଡ଼ ଦେଖିବାକୁ ମିଳିଛି।

ଅନ୍ୟପଟେ ତେଲ ଅଭାବ ଥିବାରୁ ଖୋଲା ଥିବା ଟାଙ୍କି ମଧ୍ୟ ସୀମିତ ତେଲ ଦେଉଛନ୍ତିି। ଦୁଇ ଚକିଆକୁ ୨୦୦ ଟଙ୍କାର ତେଲ ଓ ଚାରି ଚକିଆକୁ ମାତ୍ର ୧ ହଜାର ଟଙ୍କାର ଇନ୍ଧନ ଦିଆଯାଉଛି। ଫଳରେ ଲୋକେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଅନ୍ୟପଟେ ଜିଲ୍ଲା ଯୋଗାଣ ବିଭାଗ ଏହା ଉପରେ ନଜର ରଖିଥିବା ସହ ଶୀଘ୍ର ସମସ୍ୟା ର ସମାଧାନ କରାଯିବ ବୋଲି କହିଛନ୍ତି।

  • Related Posts

    ରାଇକିଆ ବସ୍‌ଷ୍ଟାଣ୍ଡ ଓ ମଣ୍ଡାକିଆରେ ‘ନମୋ ସେବା ଗାଥା’ ପରିବେଷଣ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଚାଲିଥିବା ‘ସେବା ସଂକଳ୍ପ ଅଭିଯାନ-୨୦୨୬’ ଅବସରରେ ‘ନମୋ ସେବା ଗାଥା’ ପଥପ୍ରାନ୍ତ ନାଟକ ପରିବେଷଣ କରାଯାଇଛି। ଏହି ଅଭିଯାନ ଅନ୍ତର୍ଗତ ସାରା ରାଜ୍ୟର ବିଭିନ୍ନ…

    Continue reading
    “ଦାଦନ ଶ୍ରମିକ”ଙ୍କ ମରଶରୀର ଗାଁକୁ ଆଣିବା ପାଇଁ ଜିଲ୍ଲାପାଳଙ୍କ ନିକଟରେ ସହାୟତା ପାଇଁ ‘ସ୍ୱାକ’ର ପ୍ରୟାସ

    ରାଇକିଆ: କନ୍ଧମାଳ ଜିଲ୍ଲା ଦାରିଙ୍ଗିବାଡ଼ି ବ୍ଲକ ଅନ୍ତର୍ଗତ କାଟିଙ୍ଗିଆ ପଞ୍ଚାୟତର ଆଡ଼ିବଙ୍ଗା ଗ୍ରାମର ଦାଦନ ଶ୍ରମିକ ଶ୍ରୀ ସନ୍ତୋଷ ମଲ୍ଲିକ (୪୬)ଙ୍କ କେରଳ ରାଜ୍ୟରେ ଆଜି ସକାଳେ ହଠାତ୍ ମୃତ୍ୟୁ ଘଟିଛି। ତାଙ୍କ ମରଶରୀର କେରଳର କନ୍ନୁର ଜିଲ୍ଲାର ଏକ ସରକାରୀ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ