ପୋଲିସ ନିକଟକୁ ଫେରିବ ମାଓବାଦୀ ଲୁଟିଥିବା ଅସ୍ତ୍ରଶସ୍ତ୍ର

ମାଓବାଦୀ ମୁଖ୍ୟସ୍ରୋତକୁ ଫେରିବା ପରେ ପୋଲିସ ନିକଟକୁ ଫେରିବ ଲୁଟ୍ ଅସ୍ତ୍ରଶସ୍ତ୍ର। ମାଓବାଦୀମାନେ ଆତ୍ମସମର୍ପଣ କରିବା ପରେ ଲୁଟ ଅସ୍ତ୍ରଶସ୍ତ୍ର ଫେରାଇ ଆଣିବାକୁ ଚାଲିଛି ପ୍ରୟାସ। ଏ ନେଇ ୭ ରାଜ୍ୟର ଡିଜିଙ୍କୁ ଚିଠି ଲେଖିଲା ଏସ୍ଆଇଡବ୍ଲୁ। ଲୁଟ ହୋଇଥିବା ଅସ୍ତ୍ରଶସ୍ତ୍ରର ସନ୍ଧାନ ଲାଗି ବିଏସଏଫ, ସିଆରପିଏଫ ସମେତ ୭ ରାଜ୍ୟର ପୋଲିସ ଡିଜିଙ୍କୁ ଚିଠି ଲେଖାଯାଇଛି।

ବିଗତ ଦିନ ମାନଙ୍କରେ ଓଡ଼ିଶାର ବିଭିନ୍ନ ସ୍ଥାନରୁ ଅତ୍ୟାଧୁନିକ ବନ୍ଧୁକ ସହ ୬୫୦ଟି ଅସ୍ତ୍ରଶସ୍ତ୍ର ମାଓବାଦୀ ଲୁଟି ନେଇଥିଲେ। ଯାହା ମଧ୍ୟରୁ ୪୨୦ଟିର ସନ୍ଧାନ ମିଳିସାରିଛି। ଏସବୁ କିଛି ଛତିଶଗଡ, ଝାଡଖଣ୍ଡ, ତେଲଙ୍ଗାନା, ପଶ୍ଚିମବଙ୍ଗ, ମହାରାଷ୍ଟ୍ରରେ ଥିବା ଜଣାପଡ଼ିବା ପରେ ଏହାକୁ ନେଇ ଚିଠି ଲେଖାଯାଇଛି। ଏହି ଲୁଟ୍ ଅସ୍ତ୍ରଶସ୍ତ୍ର ମଧ୍ୟରେ ରାଇଫଲ, ଏସ୍ଏଲଆର, ଏକେ-୪୭, ୯ ଏମ୍ଏମ୍ ଷ୍ଟେନ ଗନ୍ ଆଦି ରହିଛି।

  • Related Posts

    ଦେବାଶିଷ ସାମନ୍ତରାୟ ବିଜେପି ରାଜ୍ୟସଭା ପ୍ରାର୍ଥୀ

    ଭୁବନେଶ୍ୱର: ବିଜେପିର ରାଜ୍ୟସଭା ପ୍ରାର୍ଥୀ ହେଲେ ଦେବାଶିଷ ସାମନ୍ତରାୟ । ଓଡ଼ିଶା ପାଇଁ ହେବାକୁ ଥିବା ଉପନିର୍ବାଚନ ପରିପ୍ରେକ୍ଷୀରେ ତାଙ୍କୁ ବିଜେପି ପ୍ରାର୍ଥୀ କରିଛି । ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି ପକ୍ଷରୁ ବିଧିବଦ୍ଧଭାବେ ତାଙ୍କ ନାମ ଘୋଷଣା କରାଯାଇଛି ।…

    Continue reading
    ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ; ବ୍ରିକ୍ସ ମଞ୍ଚରୁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୋହନ

    ପୁରୀ: ପ୍ରାୟ ୮,୩୦୧ କୋଟି ଟଙ୍କାର ବ୍ୟୟ ଅଟକଳରେ ରାମେଶ୍ୱରରୁ ପାରାଦୀପ ୧୬୦ କିଲୋମିଟର ବିଶିଷ୍ଟ କୋଷ୍ଟାଲ ଗ୍ରୀନଫିଲ୍ଡ ଉପକୂଳ ରାଜମାର୍ଗ ନିର୍ମାଣ ହେବ । ଏହି ଜାତୀୟ ରାଜପଥ ଓଡ଼ିଶାର ବିପର୍ଯ୍ୟୟ ପ୍ରସ୍ତୁତି ଏବଂ ମୁକାବିଲା କ୍ଷମତାକୁ ଯଥେଷ୍ଟ ଶକ୍ତିଶାଳୀ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ