ପୌର ନିର୍ବାଚନ, ମ୍ୟୁନିସିପାଲିଟି ଓ NAC ସୀମା ନିର୍ଦ୍ଧାରଣ ପାଇଁ ନିର୍ଦ୍ଦେଶ

ଭୁବନେଶ୍ଵର : ପୌର ନିର୍ବାଚନ ନେଇ ପ୍ରକ୍ରିୟା ଆରମ୍ଭ । ମ୍ୟୁନିସିପାଲିଟି, NAC ସୀମା ନିର୍ଦ୍ଧାରଣ ଓ ସଂରକ୍ଷଣ ପାଇଁ ନିର୍ଦ୍ଦେଶ । ବୌଦ୍ଧକୁ ଛାଡ଼ି ସବୁ ଜିଲ୍ଲାପାଳଙ୍କୁ ନଗର ଉନ୍ନୟନ ବିଭାଗର ଚିଠି ।୨୦୨୭ ଜାନୁଆରୀ ୩୦ ସୁଦ୍ଧା କାମ ସାରବିାକୁ ନିର୍ଦ୍ଦେଶ ।

ସୂଚନାନୁଯାୟୀ, ଡିସେମ୍ବର ୧୦ରେ ଚିଠା ବିଜ୍ଞପ୍ତି ପ୍ରକାଶ ପାଇବ । ଡିସେମ୍ବର ୧୯ ତାରିଖ ସୁଦ୍ଧା ଅଭିଯୋଗ ଦାଖଲ କରିପାରିବେ । ଡିସେମ୍ବର ୨୪ରେ ବିଜ୍ଞପ୍ତି ପ୍ରକାଶ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଡିସେମ୍ବର ୨୪ରୁ ଜାନୁଆରୀ ୭ ସୁଦ୍ଧା ବିଜ୍ଞପ୍ତି ପ୍ରକାଶ ଉପରେ ଅପିଲ୍ କରାଯାଇଛି । ଜାନୁଆରୀ ୧୫ରୁ ୨୫ ଭିତରେ ଅପିଲ୍ ଉପରେ ଶୁଣାଣି କରାଯିବ ।

  • Related Posts

    ବାତ୍ୟା ସହାୟତାରେ ପାତରଅନ୍ତର ଅଭିଯୋଗ, ମୁହାଁମୁହିଁ ବିଜେଡି-ବିଜେପି

    ବାତ୍ୟା ସହାୟତାକୁ ନେଇ ବିଜେଡି-ବିଜେପି ମୁହାଁମୁହିଁ। ଅର୍ଣ୍ଣବ ବାତ୍ୟା କ୍ଷତିଗ୍ରସ୍ତଙ୍କୁ ସହାୟତା ବଣ୍ଟନରେ ଅବହେଳା ଓ ପାତରଅନ୍ତର ଅଭିଯୋଗ। ପ୍ରତିବାଦରେ ସାନଖେମୁଣ୍ଡି ବିଜେଡି ପକ୍ଷରୁ ବ୍ଲକ ଓ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ଓ ଧାରଣା। ପାଟପୁର ଗାନ୍ଧୀ ଛକରୁ ଶହ…

    Continue reading
    ଆଜି ୫୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ଭତ୍ତା ବାଣ୍ଟିବେ ମୁଖ୍ୟମନ୍ତ୍ରୀ

    ବାଲେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାଲେଶ୍ୱର ଗସ୍ତରେ ଆସୁଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସମବେତ ଜନତାଙ୍କୁ ଉଦ୍‌ବୋଧନ ଦେବେ । ପରେ ମଧୁବାବୁ ପେନସନ ଯୋଜନାରେ ରାଜ୍ୟରେ ମୋଟ ୫୦ଲକ୍ଷ ୫ ହଜାର ୮୧୭…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଜନତା ମଇଦାନରେ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୬

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !

    ବିନା ପେଟ୍ରୋଲ, ଡିଜେଲ, ସିଏନ୍‌ଜି ଓ ବ୍ୟାଟେରିରେ ବି ଚାଲିବ ଗାଡ଼ି