ଭୁବନେଶ୍ୱର: ଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଛନ୍ତି । ଅପରେସନ ସିନ୍ଦୂରର ସଫଳତା ପାଇଁ ଶୁଭେଚ୍ଛା ଜଣାଇବା ସହ ଦେଶ ତଥା ରାଜ୍ୟର ସୁରକ୍ଷା ଏବଂ ବିକାଶ ସମ୍ପର୍କିତ ବିଭିନ୍ନ ଦିଗ ଉପରେ ଆଲୋଚନା କରିଥିବା ସୂଚନା ମିଳିଛି ।

୪ ରାଜ୍ୟରେ ବଦଳିଲେ ରାଜ୍ୟପାଳ ନୂଆଦିଲ୍ଲୀ: ଓଡ଼ିଶାର ରାଜ୍ୟପାଳ ବଦଳି ଯାଇଛନ୍ତି । ହରିବାବୁ କମ୍ଭମ୍ପଟିଙ୍କ ବଦଳରେ ବ୍ରଜ ମୋହନ ରାମଙ୍କୁ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଛି । ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଛଅ ରାଜ୍ୟ ପାଇଁ…
ଭୁବନେଶ୍ୱର : ଦିଲ୍ଲୀରେ ବିରୋଧୀଙ୍କ ପ୍ରତିବାଦ ମଧ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଏକ୍ସ’ରେ ପ୍ରତିକ୍ରିୟା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,ନିର୍ବାଚନୀ ରେକର୍ଡ ନିର୍ଭରଯୋଗ୍ୟ ରହିବାରେ ‘SIR’ ସାହାଯ୍ୟ କରିବ। ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପ୍ରସ୍ତୁତି ପାଇଁ ‘SIR’ ଆବଶ୍ୟକ।…