ପ୍ରବଳ ବର୍ଷା ନେଇ ୫ ରାଜ୍ୟକୁ ରେଡ ଆଲର୍ଟ

ନୂଆଦିଲ୍ଲୀ: ପ୍ରବଳ ବର୍ଷା ନେଇ ୫ ରାଜ୍ୟକୁ ରେଡ ଆଲର୍ଟ ହୋଇଛି । ଓଡ଼ିଶା, ପଶ୍ଚିମବଙ୍ଗ, ଝାଡଖଣ୍ଡ, ଆସାମ ଓ ମେଘାଳୟ ରାଜ୍ୟକୁ ରେଡ ଆଲର୍ଟ ଜାରି କରାଯାଇଛି । ସୁସ୍ପଷ୍ଟ ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ନେଇ ଆଲର୍ଟ କରାଯାଇଛି ।
ସୂଚନା ଅନୁସାରେ ଦେଶର ଉଭୟ ପଶ୍ଚିମ ଏବଂ ପୂର୍ବ ଭାଗରେ ଦୁଇଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପଶ୍ଚିମ ଭାଗରେ ଲଘୁଚାପଟି ଦକ୍ଷିଣ ଗୁଜରାଟ ଏବଂ ତାର ପାର୍ଶ୍ବବର୍ତ୍ତୀ ଅଞ୍ଚଳ ଏବଂ ପୂର୍ବ ଭାଗରେ ଦକ୍ଷିଣ-ପଶ୍ଚିମ ବାଂଲାଦେଶ ପାର୍ଶ୍ବବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟାକାରେ ସୃଷ୍ଟି ହୋଇଛି। ଏହି ଦୁଇଟି ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଝିପିଝିପି ବର୍ଷା ଲାଗି ରହିଛି। ସାରା ରାଜ୍ୟକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ହୋଇଛି। ସୃଷ୍ଟ ଲଘୁଚାପ ପ୍ରଭାବରେ ଆସନ୍ତା ତିନିଦିନ ପର୍ୟ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି।

  • Garvita Odia

    Related Posts

    ଆମେ ମଧ୍ୟସ୍ଥତା ଗ୍ରହଣ କରିନାହୁଁ, ନା ଗ୍ରହଣ କରିବୁ: ପ୍ରଧାନମନ୍ତ୍ରୀ

    ନୂଆଦିଲ୍ଲୀ: ପହଲଗାମ ହମଲା ପରେ ଆମେରିକା ରାଷ୍ଟ୍ରପତିଙ୍କ ସହ ଟ୍ରମ୍ପଙ୍କ ପ୍ରଥମ କଥାବାର୍ତ୍ତା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅନୁରୋଧରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଫୋନରେ ଲମ୍ୱା କଥାବାର୍ତ୍ତା ହୋଇଥିଲେ ମୋଦୀ । ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦୀ…

    ତୀବ୍ର ହେଉଛି ଇରାନ-ଇସ୍ରାଏଲ ଉତ୍ତେଜନା

    ନୂଆଦିଲ୍ଲୀ : ତୀବ୍ର ହେଉଛି ଇରାନ ଓ ଇସ୍ରାଏଲ ମଧ୍ୟରେ ଉତ୍ତେଜନା । ଏବେ ଓପନ ଓ୍ୱାର ସ୍ଥିତିରେ ପହଞ୍ଚିଛି । କାରଣ ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନି ବୁଧବାର ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ ପୋଷ୍ଟ…

    Leave a Reply

    Your email address will not be published. Required fields are marked *

    You Missed

    ଗୋପାଳପୁର ଘଟଣାକୁ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନିନ୍ଦା

    ଗୋପାଳପୁର ଘଟଣାକୁ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନିନ୍ଦା

    ଆମେ ମଧ୍ୟସ୍ଥତା ଗ୍ରହଣ କରିନାହୁଁ, ନା ଗ୍ରହଣ କରିବୁ: ପ୍ରଧାନମନ୍ତ୍ରୀ

    ଆମେ ମଧ୍ୟସ୍ଥତା ଗ୍ରହଣ କରିନାହୁଁ, ନା ଗ୍ରହଣ କରିବୁ: ପ୍ରଧାନମନ୍ତ୍ରୀ

    ତୀବ୍ର ହେଉଛି ଇରାନ-ଇସ୍ରାଏଲ ଉତ୍ତେଜନା

    ତୀବ୍ର ହେଉଛି ଇରାନ-ଇସ୍ରାଏଲ ଉତ୍ତେଜନା

    ଭୁବନେଶ୍ୱର ରେଳଷ୍ଟେସନରେ ପାର୍କିଂ ଫି’ ,ବଢ଼ିଗଲା ୮ ଗୁଣା

    ଭୁବନେଶ୍ୱର ରେଳଷ୍ଟେସନରେ ପାର୍କିଂ ଫି’ ,ବଢ଼ିଗଲା ୮ ଗୁଣା

    ଜି ୭ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ

    ଜି ୭ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ

    ରୋଗୀ ନେଇ ଯାଉଥିଲା ,ଓଲଟିଲା ୧୦୮ ଆମ୍ବୁଲାନ୍ସ

    ରୋଗୀ ନେଇ ଯାଉଥିଲା ,ଓଲଟିଲା ୧୦୮ ଆମ୍ବୁଲାନ୍ସ