ପ୍ରବାସୀ ଓଡ଼ିଆଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ପ୍ରବାସୀ ଭାରତୀୟ ଦିବସର ତୃତୀୟ ତଥା ଉଦଯାପନୀ ଦିବସରେ ସମ୍ମିଳନୀରେ ଯୋଗ ଦେଇଥିବା ପ୍ରବାସୀ ଓଡ଼ିଆମାନଙ୍କୁ ସାକ୍ଷାତ କରିବେ । ଭୁବନେଶ୍ୱର ଜନତା ମୈଦାନ ଠାରେ ଆୟୋଜିତ ସମିଳନୀର ଭିଆଇପି ପାଭିଲିଆନ ହଲ ନମ୍ବର ଏକ (୧ ) ଠାରେ ଏହି ସାକ୍ଷାତ କାର୍ୟ୍ୟକ୍ରମ ଅନୁଷ୍ଠିତ ହେବ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟ ସୂତ୍ରରୁ ଜଣାଯାଇଛି।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ