ପ୍ରମୁଖ ସଂଗଠନ ଭାଙ୍ଗିଲା ବିଜେଡି

ଭୁବନେଶ୍ୱର: ବିଜୁ ଜନତା ଦଳର ବିଭିନ୍ନ ସାଂଗଠନିକ ନିର୍ବାଚନ ଅନୁଷ୍ଠିତ ହୋଇ ନୂଆ କର୍ମକର୍ତ୍ତା ନିର୍ବାଚିତ ହେବେ। ଏହା ପୂର୍ବରୁ ପ୍ରମୁଖ ସଂଗଠନଗୁଡ଼ିକୁ ଭାଙ୍ଗି ଦିଆଯାଇଛି। ବିଜେପି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ବିଭିନ୍ନ ସଂଗଠନକୁ ଭାଙ୍ଗି ଦେଇଥିବା ସୂଚନା ମିଳିଛି। ବିଜୁ ମହିଳା ଜନତା ଦଳ, ବିଜୁ ଯୁବ ଜନତା ଦଳ, ବିଜୁ ଛାତ୍ର ଜନତା ଦଳ, ବିଜୁ ଶ୍ରମିକ ସାମ୍ମୁଖ୍ୟ, ଲିଗାଲ ସେଲ ଆଦି ପ୍ରମୁଖ ସଂଗଠନଗୁଡ଼ିକ ମଧ୍ୟରେ ରହିଛି। ଖୁବଶୀଘ୍ର ସାଂଗଠନିକ ନିର୍ବାଚନ ହେବ ବୋଲି ସୂଚନା ମିଳିଛି।

  • Related Posts

    ବିଜେପିର ଦମ୍ଭୋକ୍ତି କୁଆଡ଼େ ଗଲା: ନବୀନ

    କୋରାପୁଟ ଜିଲ୍ଲାର କୋଟିଆ ପଂଚାୟତରେ ଆନ୍ଧ୍ର ପ୍ରଦେଶ ସରକାର ନିର୍ବାଚନ ଘୋଷଣା କରିବା ଘଟଣାକୁ ନେଇ ରାଜ୍ୟ ରାଜନୀତି ସରଗରମ ହୋଇଛି। ଏହି ସମ୍ବେଦନଶୀଳ ପ୍ରସଙ୍ଗରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖି…

    Continue reading
    ପୁଣି ସକ୍ରିୟ ହେଲେ କି ପାଣ୍ଡିଆନ ?

    ପୁରୀ/ଭୁବନେଶ୍ବର: ସାଧାରଣ ନିର୍ବାଚନ 2024ରେ ବିଜେଡିର ପରାଜୟ ପରେ ରାଜନୀତିରୁ ଅବସର ଘୋଷଣା କରିଥିବା ଭୈରବ କାର୍ତ୍ତିକେୟନ ପାଣ୍ଡିଆନ ପୁଣି ସକ୍ରିୟ ହେଉଛନ୍ତି କି ? ଶନିବାର ବିଳମ୍ବିତ ରାତିରେ ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବା ସହ ବିଜେଡି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି