ପ୍ରେମିକକୁ କିଡ୍‌ନାପ ଅଭିଯୋଗରେ ପ୍ରେମିକା ସହ ୫ ଗିରଫ

ଭୁବନେଶ୍ବର : ଅପହରଣ ଘଟଣାର ପର୍ଦ୍ଦାଫାଶ । ପ୍ରେମିକକୁ ଅପହରଣ କରିଥିବା ଅଭିଯୋଗରେ ପ୍ରେମିକା ସମେତ ୫ ଜଣଙ୍କୁ ଗିରଫ କରି ଖାରବେଳ ନଗର ଥାନା ପୋଲିସ । ଏହାସହିତ ଅପହୃତ ଯୁବକଙ୍କୁ ଭରତପୁର ଅଞ୍ଚଳ ଏକ ହୋଟେଲ୍‌ରୁ ଉଦ୍ଧାର ମଧ୍ୟ କରିଛି ପୋଲିସ । ସୋମନାଥ ଭୁବନେଶ୍ୱର ଝାରପଡ଼ା ଅଞ୍ଚଳରେ ନି ପ୍ରେମିକାଙ୍କ ସହ ଲିଭ୍‌ ଇନ୍‌ରେ ରହୁଥିଲେ । ସୋମନାଥଙ୍କ ସହ ଲିଭ୍‌ ଇନ୍‌ରେ ରହୁଥିବା ବେଳେ ଯୁବତୀଙ୍କ ଜଣଙ୍କ ଅନ୍ୟ ଯୁବକଙ୍କ ସହିତ ସଂପର୍କ ରଖୁଥିଲେ । ଯାହା ବିଷୟରେ ଖବର ପାଇଥିଲେ ସୋମନାଥ । ପ୍ରେମିକାଙ୍କ ଚରିତ୍ରକୁ ସନ୍ଦେହ କରି ଉଭୟଙ୍କ ମଧ୍ୟର ବଚସା ମଧ୍ୟ ହୋଇଥିଲା । ଏ ସଂପର୍କରେ ପ୍ରେମିକା ନିଜ ଭଉଣୀକୁ କହିଥିଲେ । ଏହାପରେ ଭଉଣୀର ପ୍ରେମିକଙ୍କ ସହିତ ମିଶି ନିଜ ବୟଫ୍ରେଣ୍ଡକୁ ଅପହରଣ କରିଥିଲେ । ଅପହରଣକାରୀ ଆକାଶ ପରିଡ଼ା ସୋମନାଥଙ୍କୁ ଭରତପୁର ଥାନା ଅଞ୍ଚଳରେ ଥିବା ଏକ ହୋଟେଲ୍‌ରେ ରଖିଥିଲେ ।

ସେପଟେ ସୋମନାଥଙ୍କୁ ଅପହରଣ କରି ତାଙ୍କ ଘର ଲୋକଙ୍କ ଠାରୁ ୫ ଲକ୍ଷ ଟଙ୍କା ଦାବି କରିଥିଲେ । ଏନେଇ ସୋମନାଥଙ୍କ ପରିବାର ପକ୍ଷରୁ ଖାରବେଳ ନଗର ଥାନାରେ ଅଭିଯୋଗ କରାଯାଇଥିଲା । ପୋଲିସ ଅଭିଯୋଗର ତଦନ୍ତ କରି ଛାନ୍‌ଭିନ୍‌ ଆରମ୍ଭ କରିଥିଲା । ପରେ ଭରତପୁର ଅଞ୍ଚଳରୁ ଆକାଶ ପରିଡ଼ାଙ୍କ ୪ଜଣଙ୍କୁ ଗିରଫ କରିଥିଲା ପୋଲିସ । ଏହାସହିତ ଅପୃହତ ଯୁବକଙ୍କୁ ମଧ୍ୟ ଉଦ୍ଧାର କରିଛି ପୋଲିସ । ତେବେ ପ୍ରେମିକାଙ୍କ ଘର ଝାଡ଼ଖଣ୍ଡର ବୋଲି ଜଣାପଡିଛି ।

  • Related Posts

    ଭିଣୋଇଙ୍କୁ ପିଟି ପିଟି ମାରିଦେଲା ଶାଳକ

    ବଡ଼ବିଲ: ପାରିବାରିକ ବିବାଦକୁ କେନ୍ଦ୍ର କରି ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ଭିଣୋଇକୁ ପିଟି ପିଟି ମାରିଦେଲା ଶାଳକ । ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁ ବୁରୁସାହିରେ ଅଭାବନୀୟ ଘଟଣା ଘଟିଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଅଭିଯୁକ୍ତକୁ ଧରିବାକୁ…

    Continue reading
    ରାଜଧାନୀରେ ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ !

    ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ । ନୟାପଲ୍ଲୀ ଥାନା ଅଞ୍ଚଳରେ ଘରେ ଏକା ଥିବା ବେଳେ ଦୁଷ୍କର୍ମ । ଜଣେ ଦୁର୍ବୃତ୍ତ ମୁହଁରେ ମାସ୍କ ପିନ୍ଧି ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି । ଜଣେ ଦୁର୍ବୃତ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ