‘ପ୍ରୋଜେକ୍ଟ ଫ୍ରିଡମ୍’କୁ ଅସ୍ଥାୟୀ ଭାବରେ ସ୍ଥଗିତ

ୱାସିଂଟନ: ଆମେରିକା ଏବଂ ଇରାନ ମଧ୍ୟରେ ଜାରିଥିବା ବିବାଦର ଅନ୍ତ ପାଇଁ ଆଲୋଚନା ଶେଷ ପର୍ୟ୍ୟାୟରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ହର୍ମୁଜ୍ ପ୍ରଣାଳୀ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଆମେରିକା ରାଷ୍ଟ୍ରପତି ମଧ୍ୟପ୍ରାଚ୍ୟରେ ବାଣିଜ୍ୟିକ ଜାହାଜଗୁଡ଼ିକୁ ସୁରକ୍ଷା ଦେଉଥିବା ନୌସେନା ଅପରେସନ୍ ‘ପ୍ରୋଜେକ୍ଟ ଫ୍ରିଡମ୍’କୁ ଅସ୍ଥାୟୀ ଭାବରେ ସ୍ଥଗିତ ରଖିବା ଘୋଷଣା କରିଛନ୍ତି। ସେ ଏହା ମଧ୍ୟ କହିଛନ୍ତି ଯେ ଇରାନ ବନ୍ଦରଗୁଡ଼ିକର ଆମେରିକାର ଅବରୋଧ ଜାରି ରହିବ।

  • Related Posts

    ଜନ୍ତର ମନ୍ତରରେ ପ୍ରଦର୍ଶନ ମନା: ଦିଲ୍ଲୀରେ ବିକ୍ଷୋଭ ପାଇଁ ୩ଟି ନୂଆ ସ୍ଥାନ ଚିହ୍ନଟ

    ନୂଆଦିଲ୍ଲୀ:ଦେଶର ରାଜଧାନୀରେ ବିକ୍ଷୋଭ ପ୍ରଦର୍ଶନ ପାଇଁ ଦିଲ୍ଲୀ ପୁଲିସ ୩ଟି ନୂଆ ସ୍ଥାନ ନିର୍ଦ୍ଧାରିତ କରିଛି। ଏଗୁଡ଼ିକ ହେଲା— ରାମଲୀଳା ମୈଦାନ, ବୁରାଡ଼ି ମୈଦାନ ଏବଂ ପୂର୍ବ ଦିଲ୍ଲୀର ସିବିଡି (CBD) ମୈଦାନ। ଏଥିସହିତ ଜନ୍ତର ମନ୍ତରକୁ ପ୍ରଦର୍ଶନ ସ୍ଥଳ ଭାବେ…

    Continue reading
    ଜନ୍ତର ମନ୍ତର ପ୍ରଦର୍ଶନ ପାଇଁ ଦିଲ୍ଲୀ ପୁଲିସକୁ ୨୪ ଘଣ୍ଟିଆ ଅଲ୍ଟିମେଟମ୍

    ନୂଆଦିଲ୍ଲୀ: ଜନ୍ତର ମନ୍ତରଠାରେ ପ୍ରସ୍ତାବିତ ବିକ୍ଷୋଭ ପ୍ରଦର୍ଶନ ପାଇଁ ତାରିଖ ଓ ସମୟ ଧାର୍ଯ୍ୟ କରିବାକୁ ନେଇ ସିଜେପିର କାର୍ଯ୍ୟକର୍ତ୍ତାମାନେ ସୋମବାର ପାର୍ଲାମେଣ୍ଟ ଷ୍ଟ୍ରିଟ୍ ଥାନାରେ ପହଞ୍ଚିଛନ୍ତି। ଏହି ମାମଲାରେ ସେମାନେ ଦିଲ୍ଲୀ ପୁଲିସକୁ ୨୪ ଘଣ୍ଟାର ଅଲ୍ଟିମେଟମ୍ ଦେଇଛନ୍ତି। ସିଜେପି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ