ଫଡନାଭିସି ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ ହେବେ ଦେବେନ୍ଦ୍ର ଫଡନାଭିସ । ଆଜି ବସିଥିବା ବିଜେପି କୋର କମିଟି ବୈଠକରେ ଦେବେନ୍ଦ୍ର ଫଡନାଭିସ ନାମ ଉପରେ ମୋହର ବାଜିଥିବା ସୂଚନା ମିଳିଛି । ଏପରିକି ସେ ଆସନ୍ତାକାଲି ମୁଖ୍ୟମନ୍ତ୍ରୀଭାବେ ଶପଥ ନେବା ନେଇ ମଧ୍ୟ ଖବର ସାମନାକୁ ଆସିଛି । ତେବେ ବିଧାୟକ ଦଳ ବୈଠକ ପରେ ତାଙ୍କ ନାମ ବିଧିବଦ୍ଧଭାବେ ଘୋଷଣା ହୋଇପାରେ । ଯାହା ଫଳରେ ଦୀର୍ଘ ୧୨ ଦିନ ଧରି ମହାରାଷ୍ଟ୍ର ସିଏମ ପଦକୁ ନେଇ ଚାଲିଥିବା ସସପ୍ସେ ଉପରୁ ଆଜି ପରଦା ହଟିବ ।

  • Related Posts

    ୧୨ରେ ପୂର୍ଣ୍ଣ ସୂର୍ଯ୍ୟ ପରାଗ

    ନୂଆଦିଲ୍ଲୀ : ପ୍ରକୃତିର ଅନ୍ୟତମ ସବୁଠୁ ଚମତ୍କାର ମହାଜାଗତିକ ଘଟଣା ଦେଖିବ ୟୁରୋପ। ପୂର୍ଣ୍ଣ ସୂର୍ଯ୍ୟ ପରାଗ ପ୍ରଭାବରେ ୟୁରୋପ ଖୁବ୍ କମ୍ ସମୟ ପାଇଁ ଦିବାଲୋକରେ ଅନ୍ଧକାରମୟ ହୋଇଯିବ । ମହାକାଶର କିଛି କ୍ଷେତ୍ରରେ ୧ ମିନିଟ୍ରୁ ଟିକିଏ ଅଧିକ…

    Continue reading
    ଓଲଟିଲା ବସ୍, ୭ ମୃତ

    ନୂଆଦିଲ୍ଲୀ : ହିମାଚଳ ପ୍ରଦେଶର ଚମ୍ଵା ଜିଲ୍ଲାରେ ମର୍ମନ୍ତୁଦ ଦୁର୍ଘଟଣା। ଶନିବାର ସକାଳେ ତୀସା-ବୈରାଗଡ଼ ରାସ୍ତାରେ ଚାଲୁଜ ବୁଲାଣି ନିକଟରେ ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୧ ଜଣ ଆହତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ