
ନୟାଗଡ : ଘର ଭିତରୁ ଫରେଷ୍ଟରଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ହୋଇଛି । ବାରମାସୀ ଦଣ୍ଡା ସ୍ଥିତ ଘରୁ ପଞ୍ଚରିଡା ଫରେଷ୍ଟର ଶିଶିର ସାହୁଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର କରିଛି ପୁଲିସ । ନିଆଁରେ ପୋଡିହୋଇ ତାଙ୍କ ପତ୍ନୀ ମଧ୍ୟ ଆହତ ହୋଇଛନ୍ତି । ତେବେ ଏହା ହତ୍ୟା କିମ୍ବା ଆତ୍ମହତ୍ୟା ତାହା ସ୍ପଷ୍ଟ ହୋଇନି । ଘଟଣାର ଛାନଭିନ କରୁଛି ପୁଲିସ ।