ଫାଟିଲା ଗ୍ୟାସ ଟାଙ୍କି: ଜଳିଗଲା ୧୦ ବଖରା

ଗଞ୍ଜାମ : ଗ୍ୟାସ ଟାଙ୍କିଫାଟି ଜଳିଗଲା ୧୦ ବଖରା ଘର । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା କମଳାପଦର ଗାଁରେ ଭୟାବହ ଅଗ୍ନିକାଣ୍ଡ ହୋଇଛି । ଭୋର ସମୟରେ ଘର ଭିତରେ କୌଣସି କାରଣରୁ ଗ୍ୟାସ ଟାଙ୍କି ବିସ୍ଫୋରଣ ହୋଇଥିଲା । ଏଥିରେ ୪ଟି ପରିବାରର ୧୦ ବଖରା ଘର ସମ୍ପୂର୍ଣ୍ଣ ଜଳି ଯାଇଛି । ଘର ଭିତରେ ଆସବାବପତ୍ର ସହ ଅନେକ କାଗଜପତ୍ର ପୋଡ଼ି ପାଉଁଶ ହୋଇଯାଇଛି । ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି ।

  • Related Posts

    ପୁରୀରେ କୁଖ୍ୟାତ ଅପରାଧୀ ଚନ୍ଦନକୁ ଏନକାଉଣ୍ଟର

    ପୁରୀ : ସମ୍ବଲପୁର ଓ ବ୍ରହ୍ମପୁର ପରେ ଆକ୍ସନ ମୋଡରେ ପୁରୀ ପୁଲିସ। ପୁରୀର ଜଣେ କୁଖ୍ୟାତ ଅପରାଧୀକୁ ଏନକାଉଣ୍ଟର ହୋଇଛି। ବାସେଳିସାହି ଥାନା ଓଁକାରେଶ୍ବର ନିକଟରେ ପୁରୀ ପୋଲିସ ଏନକାଉଣ୍ଟର କରିଛି। ପୁଲିସ ଗୁଳିରେ କୁଖ୍ୟାତ ଅପରାଧୀ ବିଷ୍ଣୁ ଜେନା…

    Continue reading
    ଆଜି ବି ଗରମ ଗୁଳୁଗୁଳିରେ କଲବଲ ହେବ ଓଡ଼ିଶା

    ଆଜି ବି ଗରମ ଗୁଳୁଗୁଳିରେ କଲବଲ ହେବ ଓଡ଼ିଶା । ଝାରସୁଗୁଡ଼ା, ସମ୍ବଲପୁର, ବଲାଙ୍ଗିର ଜିଲ୍ଲାକୁ ହିଟ୍ ୱେଭ୍ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ୧୩ ଜିଲ୍ଲାକୁ ପ୍ରବଳ ଗରମ ଓ ଗୁଳୁଗିଳି ନେଇ ୟେଲୋ ସତର୍କତା ଜାରି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ