ଫାଣ୍ଡି ଅଧିକାରୀ ନିଲମ୍ବିତ

ବାଲେଶ୍ୱର: ଲୁଗା ଦୋକାନରୁ ଚୋରି କରିବା ଅଭିଯୋଗରେ ଯୁବକକୁ ପିଟି ପିଟି ମାରିଦେବା ଘଟଣାରେ ନିଲମ୍ବିତ ହୋଇଛନ୍ତି ଫାଣ୍ଡି ଅଧିକାରୀ। ଦାୟିତ୍ୱରେ ଅବହେଳା ଅଭିଯୋଗରେ ବାଲେଶ୍ୱର ଜିଲ୍ଲା ସାର୍ଥା ଫାଣ୍ତି ଅଧିକାରୀ ଚନ୍ଦ୍ର ଶେଖର ମହାନ୍ତି ନିଲମ୍ବିତ ହୋଇଛନ୍ତି। ଏହି ମାମଲାରେ ବାଲେଶ୍ୱର ଏସ୍‌ପି ସାର୍ଥା ଫାଣ୍ତି ଅଧିକାରୀ ଚନ୍ଦ୍ର ଶେଖର ମହାନ୍ତିଙ୍କୁ ନିଲମ୍ବିତ କରିଛନ୍ତି।

ଏପରି ଜଘନ୍ୟ କାଣ୍ଡ ବାଲେଶ୍ୱର ଜିଲ୍ଲା ସିଂଲା ଥାନା ଅନ୍ତର୍ଗତ ସାର୍ଥା ଗ୍ରାମରେ ଗତ ୨୨ ତାରିଖରେ ଘଟିଥିଲା। । ଦିନ ଦ୍ୱିପ୍ରହରରେ ଏପରି ଅଭାବନୀୟ କାଣ୍ଡ ଫାଣ୍ଡିଠୁ ମାତ୍ର ୫ଶହ ମିଟର ଦୂରରେ ଘଟିଥିଲା। ଏନେଇ ପରିବାର ଲୋକେ ଫାଣ୍ଡି ଅଧିକାରୀ ଚନ୍ଦ୍ର ଶେଖର ମହାନ୍ତିଙ୍କୁ ସୂଚନା ଦେବା ସହ ତୁରନ୍ତ ପହଞ୍ଚି ସମସ୍ତଙ୍କୁ ମୁକୁଳାଇବାକୁ ଗୁହାରୀ କରିଥିଲେ। ମାତ୍ର ଫାଣ୍ଡି ଅଧିକାରୀ ଏହାକୁ କର୍ଣ୍ଣପାତ କରିନ ଥିଲେ। ଫଳରେ ଖୁଣ୍ଟରେ ବନ୍ଧା ହୋଇଥିବା ଅବସ୍ଥାରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି।

  • Related Posts

    ଭିଣୋଇଙ୍କୁ ପିଟି ପିଟି ମାରିଦେଲା ଶାଳକ

    ବଡ଼ବିଲ: ପାରିବାରିକ ବିବାଦକୁ କେନ୍ଦ୍ର କରି ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ଭିଣୋଇକୁ ପିଟି ପିଟି ମାରିଦେଲା ଶାଳକ । ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁ ବୁରୁସାହିରେ ଅଭାବନୀୟ ଘଟଣା ଘଟିଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଅଭିଯୁକ୍ତକୁ ଧରିବାକୁ…

    Continue reading
    ରାଜଧାନୀରେ ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ !

    ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ । ନୟାପଲ୍ଲୀ ଥାନା ଅଞ୍ଚଳରେ ଘରେ ଏକା ଥିବା ବେଳେ ଦୁଷ୍କର୍ମ । ଜଣେ ଦୁର୍ବୃତ୍ତ ମୁହଁରେ ମାସ୍କ ପିନ୍ଧି ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି । ଜଣେ ଦୁର୍ବୃତ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ