ଫୁଟବଲ ପ୍ରତିଯୋଗିତା ଉଦଯାପିତ: ଦେବଗଡ ଚାମ୍ପିଅନ

ଦେବଗଡ଼:ଦେବଗଡ଼ ଜିଲ୍ଲାର ତି‌ଲେଇବଣି ବ୍ଲକ ବଲଣ୍ଡାଗ୍ରାମରେ ରାଜା ବାସୁଦେବ ଫୁଟବଲ କ୍ଲବ ପକ୍ଷରୁ ଚାଲିଥିବା ୨ ଦିନିଆ ଫୁଟବଲ ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି।ପ୍ରତିଯୋଗିତାରେ ୮ଟି ଦଳ ଅଂଶଗ୍ରହଣ କରିଥିଲେ।ଫାଇନାଲ ମ୍ୟାଚ ଦେବଗଡ ଦଳ ସହିତ ଢୋଲପଡା ଦଳ ଅନୁଷ୍ଠିତ ହୋଇଥିଲା। ମ୍ୟାଚରେ ଦେବଗଡ ଦଳ ବିଜୟୀ ହୋଇ ଚାମ୍ପିଅନ ହୋଇଥିଲା।ପ୍ରତିଯୋଗିତାକୁ ଯଶୋବନ୍ତ ପ୍ରଧାନ,ମନୋଜ ବିଶ୍ୱାଳ,ଆକାଶ ଭୋଇ ଓ ଟୁକୁନା ଗଡ଼ତିଆ ଖେଳକୁ ପରିଚାଳନା କରିଥିଲେ। ବିଜୟ ପ୍ରଧାନ ଓ ବେଣୁଧର ଗଡ଼ନାୟକ ଧାରା ବିବରଣି ଦେଇଥିଲେ। ଉଦଯାପନୀ ତଥା ପୁରସ୍କାର ବିତରଣି କାର୍ଯ୍ୟକ୍ରମରେ ବିଧାୟକ ରୋମାଞ୍ଚ ରଞ୍ଜନ ବିଶ୍ୱାଳ ମୁଖ୍ୟଅତିଥି,ପ୍ରଦୀପ ପ୍ରଧାନ,ଶକୁନ୍ତଳା ପ୍ରଧାନ,ଦୟାନିଧି ପାତ୍ର ଓ ଯଯାତି ବିଶ୍ୱାଳ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ବିଜେତା ଓ ଉପବିଜେତା ଦଳକୁ ପୁରସ୍କୃତ କରିଥିଲେ।କ୍ଲବ ସଭାପତି ଓମ୍ କୁଅଁର ଓ ସମ୍ପାଦକ ରାକେଶ ବାଘଙ୍କ ନେତୃତ୍ୱରେ ଅନୁଷ୍ଠିତ ପ୍ରତିଯୋଗିତାରେଅଲେଖ ଚନ୍ଦ୍ର ନାଏକ, ବିକାଶ ସାହୁ,ଯଯାତି କିଶୋର ବିଶ୍ୱାଳ,ବେଦବର ଦାସ,ଦେବରାଜ ପ୍ରଧାନ ଓ ହିମାଚଳ ବାଘଙ୍କ ସମେତ କ୍ଲବର ସଦସ୍ୟମାନେ ସହଯୋଗ କରିଥିଲେ।

  • Related Posts

    ସାତପଡ଼ା ଡିଗ୍ରୀ କଲେଜରେ ବୋମା ମାଡ଼, ନିର୍ବାଚନ ବାତିଲ

    ଭୁବନେଶ୍ଵର : ବ୍ରହ୍ମଗିରି ସାତପଡ଼ା ପଞ୍ଚାୟତ ଡିଗ୍ରୀ କଲେଜରେ ବୋମା ମାଡ଼ । ନିର୍ବାଚନ ବାତିଲ କଲେ କଲେଜ ଅଧ୍ୟକ୍ଷ । କଲେଜ ପରିସରରେ ୮ ରୁ ୧୦  ବୋମା ମାଡ଼ ହୋଇଥିବା ସୂଚନା ମିଳିଛି । ଚୟନ ପ୍ରକ୍ରିୟା ମାଧ୍ୟମରେ…

    Continue reading
    ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସମ୍ବଲପୁର ସାଂସଦ

    ଭୁବନେଶ୍ୱର/ନୂଆଦିଲ୍ଲୀ: ରାଜ୍ୟର ବିଭିନ୍ନ ପ୍ରମୁଖ ଖଣି ଓ ଶିଳ୍ପାଞ୍ଚଳର ଜାତୀୟ ତଥା ରାଜ୍ୟ ରାଜପଥଗୁଡ଼ିକରେ ବାଣିଜ୍ୟିକ ଓ ବଡ଼ ବଡ଼ ଯାନଗୁଡ଼ିକର ବେଆଇନ ତଥା ବିପଦଜନକ ପାର୍କିଂ ଯୋଗୁଁ ବୃଦ୍ଧି ପାଉଥିବା ସଡ଼କ ଦୁର୍ଘଟଣାକୁ ରୋକିବା ପାଇଁ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି