ବଡ଼ଦାଣ୍ଡରେ ପହଞ୍ଚିଲା ରଥକାଠ

ପୁରୀ: ପୁରୀ ରଥଖଳାରେ ପହଞ୍ଚିଲା ରଥକାଠ। ଗତକାଲି ରାତିରେ ଗଞ୍ଜାମ ଘୁମୁସର ରେଞ୍ଜରୁ ଆସି ରଥକାଠ ବଡ଼ଦାଣ୍ଡରେ ପହଞ୍ଚିଛି। ଏଥିରେ ୧୨ ଫୁଟିଆ ଧଉରା ୪ ଖଣ୍ଡ ଓ ୨୦ ଫୁଟିଆ ଅସନ ୮ ଖଣ୍ଡ ରହିଛି। ସେହିଭଳି ୨୦ ଫୁଟିଆ ଧଉରା ୧୬ ଖଣ୍ଡ କାଠ ମଧ୍ୟ ପହଞ୍ଚିଛି। ପୁରୀ ରଥଖଳାରେ ଏବେ ଦ୍ରୁତଗତିରେ ଚାଲିଛି ରଥ ନିର୍ମାଣ କାମ।

ଅନ୍ୟପଟେ ଶ୍ରୀକ୍ଷେତ୍ରରେ ଚାଲିଛି ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା। ପ୍ରବଳ ଗ୍ରୀଷ୍ମରୁ ରକ୍ଷା ପାଇବା ପାଇଁ ଶୀତଳ ଜଳରେ ଜଳକ୍ରୀଡ଼ା କରୁଛନ୍ତି ମହାପ୍ରଭୁ। ମଦନମୋହନ, ଭୂଦେବୀ, ଶ୍ରୀଦେବୀଙ୍କ ସହ ପଞ୍ଚୁପାଣ୍ଡବ ନରେନ୍ଦ୍ର ପୁଷ୍କରଣୀରେ ଦିବ୍ୟ ନୌକା ବିହାର କରୁଛନ୍ତି। ମହାପ୍ରଭୁଙ୍କର ଏହି ଯାତ୍ରା ଦେଖିବାକୁ ପୁଷ୍କରଣୀରେ ପ୍ରବଳ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି।

  • Related Posts

    ନବଉତ୍କଳର ନିର୍ମାତା ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି

    ଭୁବନେଶ୍ୱର :ଓଡ଼ିଆଭାଷୀ ଅଞ୍ଚଳର ଏକତ୍ରୀକରଣ ଓ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନରେ ଅପୂର୍ବ ନେତୃତ୍ୱ ପ୍ରଦାନ କରିଥିବା ନବଉତ୍କଳର ନିର୍ମାତା ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବ ଓଡ଼ିଆ ଜାତିର ସ୍ୱାଭିମାନ ଓ ଅସ୍ମିତାର ଏକ ଅବିସ୍ମରଣୀୟ ପ୍ରତୀକ ଭାବେ…

    Continue reading
    ମହାନଦୀରେ ବୁଡି ମାଛ ଧରାଳିଙ୍କ ମୃତ୍ୟୁ

    ପାରାଦୀପ: ମହାନଦୀରେ ବୁଡି ଯୁବକ ମୃତ। ପାରାଦୀପ ଚଉମୁହାଣି ନିକଟରେ ମହାନଦୀରେ ଜାଲ ଟାଣି ମାଛ ଧରୁଥିବା ବେଳେ ଯୁବକ ଜଣକ ପାଣିରେ ବୁଡ଼ି ଯାଇ ମୃତ୍ୟୁବରଣ କରିଛନ୍ତି। କୁଜଙ୍ଗରୁ ଅଗ୍ନିଶମ ବାହିନୀ ପହଞ୍ଚି ଖୋଜାଖୋଜି ଆରମ୍ଭ କରିଥିଲା। ମୃତ ବ୍ୟକ୍ତି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର