ବଡ଼ଦାଣ୍ଡରେ ମଦ ଓ ଆମିଷ ବିକ୍ରି ମନା

ଭୁବନେଶ୍ବର: ବଡ଼ଦାଣ୍ଡରେ ବିକ୍ରି ହୋଇପାରିବନି ମଦ ଓ ଆମିଷ। ବଡ଼ଦାଣ୍ଡ ଓ ଶ୍ରୀମନ୍ଦିରର ୨ କିଲୋମିଟର ଅବଧି ମଧ୍ୟରେ ମଦ ବାର ଖେଲାଯିବାକୁ ବାରଣ କରାଯାଇଛି। ଏଥିସହ ଏହି ପରିସର ଭିତରେ ମଦ ଓ ଆମିଷ ବିକ୍ରି ଉପରେ ମଧ୍ୟ ସମ୍ପୂର୍ଣ୍ଣ ପ୍ରତିବନ୍ଧକ ଲଗାଯାଇଛି। ରବିବାର ଏନେଇ ସୂଚନା ଦେଇଛନ୍ତି ଅବକାରୀ ତଥା ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସବୁ ଦିନ ପାଇଁ ଏହି ନିୟମ ଲାଗୁ ରହିବ। ଯଦି କେହି ଅମାନିଆ ନିୟମ ଉଲ୍ଲଂଘନ କରନ୍ତି ତେବେ ତାଙ୍କ ବିରୋଧରେ ଦୃଢ଼ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।

  • Related Posts

    ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଶତପ୍ରତିଶତ ଅନ୍‌ଲାଇନ୍‌ରେ ହେବ ଫର୍ମପୂରଣ

    ଭୁବନେଶ୍ବର: ୨୦୨୫-୨୬ ଶିକ୍ଷାବର୍ଷରୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ +୨ ଫର୍ମପୂରଣ ପାଇଁ ଅଫ୍‌ଲାଇନ୍‌ରେ ଫର୍ମପୂରଣ ହେବନି ବରଂ ଶତପ୍ରତିଶତ ଅନ୍‌ଲାଇନ୍‌ରେ ଫର୍ମପୂରଣ କରାଯିବ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ +୨ ଫର୍ମପୂରଣ କ୍ଷେତ୍ରରେ ଆସିବ…

    ସମ୍ ଅଲ୍ଟିମେଟ ମେଡିକେୟାର ପକ୍ଷରୁ ପୁରୁଷ ଯୌନ ଅକ୍ଷମତା ଏବଂ ବନ୍ଧ୍ୟାତ୍ୱ ସମ୍ପର୍କିିତ ସିଏମ୍‌ଇ ଆଣ୍ଡ୍ରୋଏକ୍ସଏଲ୍ ୨୦୨୫ ଆୟୋଜିତ

    ଭୁବନେଶ୍ୱର, ଅଗଷ୍ଟ ୧୦: ସମ୍ ଅଲ୍ଟିମେଟ ମେଡିକେୟାର ପକ୍ଷରୁ ପୁରୁଷ ଯୌନ ଅକ୍ଷମତା ଏବଂ ବନ୍ଧ୍ୟାତ୍ୱ ସମ୍ପର୍କିତ କର୍ମଶାଳା ଏବଂ ସିଏମ୍‌ଇ ଆଣ୍ଡ୍ରୋଏକ୍ସଏଲ୍ ୨୦୨୫ ସଫଳତାର ସହିତ ଆୟୋଜିତ ହୋଇଯାଇଛି। ଏହି ଦିନିକିଆ କର୍ମଶାଳାରେ ଓଡିଶାର ବିଭିନ୍ନ ସ୍ଥାନରୁ ପୁରୁଷ ଚିକିତ୍ସାବିଜ୍ଞାନୀ…

    Leave a Reply

    Your email address will not be published. Required fields are marked *

    You Missed

    Aishwarya Rai, Abhishek Bachchan& Aaradhya’s rare appearance at Mumbai airport goes viral

    ଭକ୍ତ ଦାସିଆଙ୍କ ଜନ୍ମ ଓ ସାଧନା ପୀଠରେ ଝୁଲଣ ପର୍ବ

    ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଶତପ୍ରତିଶତ ଅନ୍‌ଲାଇନ୍‌ରେ ହେବ ଫର୍ମପୂରଣ

    ଫଳାଫଳକୁ ୨ ମାସ ପୁରିଲା, ନିଯୁକ୍ତି ପତ୍ର ଅପେକ୍ଷାରେ ଫାର୍ମାସି ଅଫିସର ଓ ବହୁମୁଖୀ ପୁରୁଷ ସ୍ଵାସ୍ଥ୍ୟକର୍ମୀ

    SUM Ultimate Medicare Hosts Landmark CME on Male Sexual Dysfunction and Male Infertility – AndroXcell 2025

    ସମ୍ ଅଲ୍ଟିମେଟ ମେଡିକେୟାର ପକ୍ଷରୁ ପୁରୁଷ ଯୌନ ଅକ୍ଷମତା ଏବଂ ବନ୍ଧ୍ୟାତ୍ୱ ସମ୍ପର୍କିିତ ସିଏମ୍‌ଇ ଆଣ୍ଡ୍ରୋଏକ୍ସଏଲ୍ ୨୦୨୫ ଆୟୋଜିତ