ବଣ୍ଡାଘାଟିବାସୀଙ୍କୁ ଆବାସ ପାଇଁ ଅଧିକ ୫୦ ହଜାର

ଭୁବନେଶ୍ୱର : ବଣ୍ଡାଘାଟିରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସ୍ଥିତି ପରଖିଛନ୍ତି । । ‘ସୁଭଦ୍ରା’ ଓ ‘ଆବାସ ଯୋଜନା’ ବାବଦରେ ଲୋକଙ୍କୁ ଭେଟିଛନ୍ତି ଉପମୁଖ୍ୟମନ୍ତ୍ରୀ । ‘ସୁଭଦ୍ରା’ରେ ୨୯୩୨ ରିଜେକ୍ଟ ଆବେଦନର ସାନି ବିଚାର ହେବ ବୋଲି ସେ କହିଛନ୍ତି । ସରକାରୀ ପ୍ରତିନିଧି ଆସି ଘର ଘର ବୁଲି ସମସ୍ୟାର ସମାଧାନ କରିବେ । ‘ଆବାସ ଯୋଜନା’ରେ ଘର ନିର୍ମାଣ ପାଇଁ ଏଠି ଅଧିକ ଖର୍ଚ୍ଚ ହେଉଛି । ତେଣୁ ସରକାର ବଣ୍ଡାଘାଟିବାସୀଙ୍କୁ ଆବାସ ପାଇଁ ଅଧିକ ୫୦ ହଜାର ଦେବେ ବୋଲି ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ।

ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଶିଶୁ ବିକାଶ, ମିଶନ ଶକ୍ତି ଓ ପର୍ୟ୍ୟଟନ ବିଭାଗ ମନ୍ତ୍ରୀ ପ୍ରଭାତୀ ପରିଡା ଆଜି ସକାଳେ ଜୟପୁରଠାରୁ ସ୍ୱତନ୍ତ୍ର କାରରେ ବଣ୍ଡାଘାଟି ମୁଦୁଲିପଡାଠାରେ ପହଁଚି ଶୀତାକୁଣ୍ଡ, ସ୍କୁଲ, ପର୍ୟ୍ୟଟନସ୍ଥଳୀ, ବଣ୍ଡା ଗାଁ ପରିଦର୍ଶନ କରିବା ସହିତ ବଣ୍ଡା ମହିଳାଙ୍କ ସୁବିଧା ଅସୁବିଧା ସମ୍ପର୍କରେ ପଚାରି ବୁଝିଛନ୍ତି । ବଣ୍ଡା ଘାଟିର ବିକାଶ ସହ ଆଦିମ ବଣ୍ଡା ଜନଜାତିଙ୍କର ଉନ୍ନତି ପ୍ରତି ଅଧିକ ଗୁରୁତ୍ୱ ଦେବା ପାଇଁ କହିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା।

  • Related Posts

    ଘରେ ଫାଟିଲା ଗ୍ୟାସ ଟାଙ୍କି ; ୩ ଆହତ

    ଖଇରା : ବାଲେଶ୍ବର ଜିଲ୍ଲା ଖଇରା ବ୍ଳକ ସାରଡାଙ୍ଗ ଗ୍ରାମରେ ଗ୍ୟାସ ଟାଙ୍କି ଫାଟି ଗୋଟିଏ ପରିବାରର ୩ ଜଣ ଆହତ ହେବା ସହ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ ହୋଇ ଯାଇଛି। ସୂଚନାନୁଯାୟୀ, ମନୋରଞ୍ଜନ ପଣ୍ଡାଙ୍କ ସ୍ତ୍ରୀ ରୋଷେଇ…

    Continue reading
    ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ

    କଟକ: ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ। କଟକ ଜିଲ୍ଲା ବଡ଼ମ୍ବା ଥାନା କୁସାପାଳ ଗାଁର ନରେଶ ନାୟକଙ୍କର ମୃତ୍ୟୁ ହୋଇଛି। ତେବେ ସ୍ଥାନୀୟ ନରେଇଜାନୀ ନିକଟରେ ଥିବା ଏକ ଫାର୍ମ ହାଉସ ରେ ଗତକାଲି ରାତ୍ରିରେ ହାତୀ ପଶିଥିଲା।ହାତୀ ଘଉଡାଇବାକୁ ଯାଇଥିବା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ