ବଦନାମ କରିବାକୁ ଆଳୁର କୃତ୍ରିମ ଅଭାବ କଲେ: ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଏବେ ଆଳୁ ଦର ୫୦ । ଯାହାକୁ ନେଇ ଖାଉଟିଙ୍କ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି । ଏହାରି ଭିତରେ ରାଜ୍ୟରେ ଆଳୁ ଦରକୁ ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏକ ବଡ଼ ମନ୍ତବ୍ୟ ଦେଇଛନ୍ତି ।
ସେ କହିଛନ୍ତି ଯେ ରାଜ୍ୟର ବିଜେପି ସରକାରଙ୍କୁ ବଦନାମ କରିବାକୁ ଆଳୁର କୃତ୍ରିମ ଅଭାବ ତିଆରି କରାଗଲା । ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଓଡ଼ିଶାକୁ ଆଳୁ ଦେବାକୁ ମନା କଲେ, ଏବେ ପୁଣି ଦେବାକୁ ରାଜି ହେଲେ । ଏବେ ବଜାର ସ୍ୱାଭାବିକ । ଆଗକୁ ଆଳୁ ଦର ଆହୁରି କମିବ ବୋଲି ମନ୍ତ୍ରୀ ଶ୍ରୀ ପାତ୍ର କହିଛନ୍ତି ।

  • Related Posts

    ପାଇପ ଜଳଯୋଗାଣ ନେଇ ପୃଥ୍ୱୀରାଜ ହରିଚନ୍ଦନଙ୍କ ସମୀକ୍ଷା ବୈଠକ

    ଭୁବନେଶ୍ୱର: ଖୋରଧା ଜିଲ୍ଲା ତଥା ଚିଲିକା ନିର୍ବାଚନ ମଣ୍ଡଳୀରେ ପାଇପ ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ଅଗ୍ରଗତି ନେଇ ଏକ ସମୀକ୍ଷା ବୈଠକ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଲୋକସେବା…

    Continue reading
    ଓଡ଼ିଶାରେ ରାଜ୍ୟସ୍ତରୀୟ ବନ୍ୟପ୍ରାଣୀ ସପ୍ତାହ ପାଳିତ

    ଭୁବନେଶ୍ୱର: ବନ୍ୟପ୍ରାଣୀ ସଂରକ୍ଷଣ, ବୈଜ୍ଞାନିକ ଗବେଷଣା, ପରିବେଶ ସଚେତନତା ଓ ଦାୟିତ୍ୱପୂର୍ଣ୍ଣ ଇକୋ-ଟୁରିଜମ୍‌କୁ ଅଧିକ ସୁଦୃଢ଼ କରିବାର ଲକ୍ଷ୍ୟ ନେଇ ଓଡ଼ିଶାରେ ରାଜ୍ୟସ୍ତରୀୟ ବନ୍ୟପ୍ରାଣୀ ସପ୍ତାହ ପାଳନ-୨୦୨୬ ଆଜି ଭୁବନେଶ୍ୱରସ୍ଥିତ ଲୋକସେବା ଭବନର ରାଜ୍ୟ ସମ୍ମିଳନୀ କେନ୍ଦ୍ରଠାରେ ଅନୁଷ୍ଠିତ ହୋଇଯାଇଛି। ଏହି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ