ବଦଳିଲା ନର୍ସଙ୍କ ୟୁନିଫର୍ମ

ଭୁବନେଶ୍ବର : ରାଜ୍ୟରେ କାର୍ୟ୍ୟରତ ନର୍ସଙ୍କ ଡ୍ରେସ୍‌ କୋଡ୍‌ ପରିବର୍ତ୍ତନ କରାଯାଇଛି। ଏନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନିଷ୍ପତ୍ତି ହୋଇଛି।ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଅଧୀନରେ କାର୍ୟ୍ୟରତ ନର୍ସଙ୍କ ୟୁନିଫର୍ମ କରିବର୍ତ୍ତନ ହୋଇଛି। ଓଡ଼ିଶା ନର୍ସିଂ କର୍ମଚାରୀ ସଂଘ ସହ ଆଲୋଚନା ପରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏହି ନିଷ୍ପତ୍ତି ହୋଇଛି। ଏଣିକି ନର୍ସଙ୍କ ୟୁନିଫର୍ମରେ ସମ୍ବଲପୁରୀ ଛିଟା ରହିବ। ୟୁନିଫର୍ମ କଲାରରେ ରହିବ ସମ୍ବଲପୁରୀ ଝଲକ।ଜେନେରାଲ୍ ୱାର୍ଡରେ କାର୍ୟ୍ୟରତ ନର୍ସ ଧଳା ରଙ୍ଗର ଆପ୍ରନ୍ ପିନ୍ଧିବେ। ସିନିୟର୍ ନର୍ସିଂ ଅଫିସର ଈଷତ୍ ବାଇଗଣୀ ରଙ୍ଗର ପୋଷାକ ପିନ୍ଧିବେ । ଏଥିସହିତ ଆସିଷ୍ଟାଣ୍ଟ ନର୍ସିଂ ସୁପରିଣ୍ଟେଣ୍ଡେଣ୍ଟଙ୍କ ପାଇଁ ସିୟାନ୍‌ ବ୍ଲୁ ରଙ୍ଗର ପୋଷାକ ପିନ୍ଧିବେ। ଏଥି ସହିତ ଡେପୁଟି ନର୍ସିଂ ସୁପରିଣ୍ଟେଣ୍ଡେଣ୍ଟ/ନର୍ସିଂ ସୁପରିଣ୍ଟେଣ୍ଡେଣ୍ଟଙ୍କ ଧଳା ରଙ୍ଗର ପୋଷାକ ପିନ୍ଧିବେ।

  • Related Posts

    ରାଜ୍ୟର ଅନେକ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି ଅଗଷ୍ଟ ପର୍ଯ୍ୟନ୍ତ ୧୪ ବର୍ଷା

    ଭୁବନେଶ୍ବର: ଅଗଷ୍ଟ ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଓ ଘଡ଼ଘଡ଼ି ସହ ଝଟକା ପବନର ସମ୍ଭାବନା ରହିଛି । ଆଜି ରାଜ୍ୟର ଅନେକ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । କେନ୍ଦୁଝର, ମୟୂରଭଞ୍ଜ,…

    ଓଲଟିଲା ଯାତ୍ରୀବାହୀ ବସ୍‍, ୨୦ରୁ ଅଧିକ ଗୁରୁତର

    କାମାକ୍ଷାନଗର: ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ତଥା ତୁମୁସିଂହା ଥାନା ଅନ୍ତର୍ଗତ କନ୍ତିଓକାଟେଣୀ ଗ୍ରାମ ନିକଟବର୍ତ୍ତୀ ରେଙ୍ଗାଲି କେନାଲ ରାସ୍ତାରେ ଯାତ୍ରୀବାହୀ ବସ ଓଲଟି କୋଡିଏ ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ପରଜଙ୍ଗ ଥାନା କୁମୁସୀ ଗ୍ରାମରୁ ଜଗନ୍ନାଥ ନାମକ…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟର ଅନେକ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି ଅଗଷ୍ଟ ପର୍ଯ୍ୟନ୍ତ ୧୪ ବର୍ଷା

    ସିପିଆର୍‌ ଦେଇ ଯୁବକଙ୍କ ଜୀବନ ରକ୍ଷା ଟ୍ରାଫିକ୍‌ ପୁଲିସ

    ୫୧ତମ ଜାତୀୟ କନିଷ୍ଠ ସନ୍ତରଣ ପ୍ରତିଯୋଗିତା: ସାଇ ସ୍ବରୂପଙ୍କୁ ୨ଟି ସ୍ବର୍ଣ୍ଣ

    ଘର ଦେବା ନାଁରେ ୨.୧୫ କୋଟି ଲୁଟ୍, ଠକ ଦମ୍ପତି ଗିରଫ

    ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଗୁରୁବାର ବିଜ୍ଞପ୍ତି ଜାରି

    ଓଲଟିଲା ଯାତ୍ରୀବାହୀ ବସ୍‍, ୨୦ରୁ ଅଧିକ ଗୁରୁତର