ବରଗଡ଼ରେ ପୁଣି ବୁଲିଲା ବୁଲ୍‌ଡୋଜର

ବରଗଡ଼: ବରଗଡ଼ ସହରରେ ପୁଣି ଜବରଦଖଲ ଉଚ୍ଛେଦ ଆରମ୍ଭ ହୋଇଛି। ବୁଧବାର ସ୍ଥାନୀୟ ବାନ୍ଦୁଟିକ୍ରା ଛକରୁ ଘୁଲିପାଲି ଛକ ରାସ୍ତା ପାଶର୍‌ବ ଜବରଦଖଲ ଉଚ୍ଛେଦ କରାଯାଉଛି। ରାସ୍ତା ପ୍ରଶସ୍ତିକରଣ ଓ ଡ୍ରେନ ନିର୍ମାଣ ପାଇଁ ଏହି ଉଚ୍ଛେଦ ଚାଲିଛି। ତେବେ ବହୁ ପ୍ରତିକ୍ଷିତ ବରଗଡ଼ ସହରର ଲେଙ୍ଗୁ ମିଶ୍ର ଛକଠାରୁ ପୁରୁଣା ଜୀରାବ୍ରିଜ୍‌ ରାସ୍ତା ପାଶର୍‌ବ ଜବରଦଖଲ କେବେ ଉଚ୍ଛେଦ ହେବ, ତାକୁ ସହରବାସୀ ଚାହିଁ ବସିଛନ୍ତି। ଏ ନେଇ ହାଇକୋର୍ଟରେ ମାମଲା ବିଚାରାଧୀନ ରହିଥିବାବେଳେ ଶୁଣାଣି ଉପରେ ସମସ୍ତଙ୍କର ନଜର ରହିଛି।

  • Related Posts

    ଭୁବନେଶ୍ୱରରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ

    ଓଡ଼ିଶା ସିଭିଲ ସର୍ଭିସ ଆଶାୟୀଙ୍କ ପାଇଁ ଖୁସି ଖବର। ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା ଦେବା ପାଇଁ ରହିଥିବା ସର୍ବାଧିକ ୬ଟି ସୁଯୋଗକୁ ଉଠାଇ ଦିଆଯିବ। ଏହି ପରୀକ୍ଷା ଦେବା ପାଇଁ ସର୍ବୋଚ୍ଚ ବୟସସୀମା ପର୍ଯ୍ୟନ୍ତ ସୁଯୋଗ ମିଳିବ। ୮୦ତମ ସ୍ୱାଧୀନତା…

    Continue reading
    ଗଡମାଣତୀର ପଞ୍ଚାୟତରେ ପତାକା ଉତ୍ତୋଳନ କଲେ ଜେନ-ଜୀ

    ବେଗୁନିଆ : ଗଡମାଣତୀର ପଞ୍ଚାୟତର ସରପଞ୍ଚ କରୁଣାକର ଦଳସିଂହରାୟ ସ୍ୱାଧୀନତା ଦିବସ ଅବସରରେ ଏକ ଅଭିନବ ପ୍ରୟାସ କରିଛନ୍ତି । ସମ୍ପ୍ରତି ପଲ୍ଲୀରୁ ଦିଲ୍ଲୀ ପର୍ଯ୍ୟନ୍ତ ଜେନ-ଜୀଙ୍କୁ ନେଇ ଚର୍ଚ୍ଚା ଜୋର ଧରିଥିବା ବେଳେ ଯୁକ୍ତ ଦୁଇର ଛାତ୍ର ଶୁଭାଶିଷ ସାମନ୍ତରାୟଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ