ବରଗଡ଼ ଧନୁଯାତ୍ରା: ୧୭ରେ କଂସ ଚୟନ

ବରଗଡ଼ : ଆସନ୍ତା ଡିସେମ୍ବର ୨୪ ତାରିଖରୁ ଆରମ୍ଭ ହେବାକୁ ଯାଉଛି ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା । ଏଥିପାଇଁ ଆସନ୍ତା ୧୭ ତାରିଖରେ କଂସ ଚୟନ ହେବ ବୋଲି ବରଗଡ଼ ଧନୁଯାତ୍ରା କମିଟି ସୂଚନା ଦେଇଛି । ସୁଚନା ଅନୁସାରେ ଆଗାମୀ ୧୫ ତାରିଖରୁ ୧୭ ତାରିଖ ପର୍ୟ୍ୟନ୍ତ ଧନୁଯାତ୍ରା ପାଇଁ କଳାକାର ଚୟନ ପ୍ରକ୍ରିୟା ଆରମ୍ଭ ହେବ । ୧୫ ଓ ୧୬ ତାରିଖରେ ବିଭିନ୍ନ ଚରିତ୍ର ପାଇଁ ଚୟନ ପ୍ରକ୍ରିୟା ହେବ । ୧୭ ତାରିଖରେ କଂସ ଚରିତ୍ର ପାଇଁ ଚୟନ ପ୍ରକ୍ରିୟା ଅନୁଷ୍ଠିତ ହେବ ।

  • Related Posts

    ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ

    କଟକ: ଗତ ତିନିଦିନ ଧରି କଟକ ବକ୍ସିବଜାରସ୍ଥିତ ରିଜର୍ଭ ପୁଲିସ ପଡ଼ିଆରେ ଚାଲିଥିବା ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଆଜି ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ସମାରୋହରେ ରାଜ୍ୟ ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ଶ୍ରୀ ପୃଥୀରାଜ…

    Continue reading
    ବ୍ୟବସାୟିକ ଅଣ୍ଡାଦିଆ କୁକୁଡ଼ାପାଳନ ଯୋଜନାର ଶୁଭାରମ୍ଭ

    ଭୁବନେଶ୍ୱର: ସ୍ଥାନୀୟ ପ୍ରାଣିଚିକିତ୍ସକ ପ୍ରଶିକ୍ଷଣ ପ୍ରତିଷ୍ଠାନଠାରେ ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ବିଭାଗ ଦ୍ଵାରା ବିଶ୍ଵ ଅଣ୍ଡା ଦିବସ-୨୦୨୬ ପାଳିତ ହୋଇଯାଇଛି । ଏହି ଅବସରରେ ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ବିଭାଗ ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ ଅଣ୍ଡା ଉତ୍ପାଦନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ