ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା: ଅଯୋଧ୍ୟା ଓ ବାରାଣସୀ ଅଭିମୁଖେ ସ୍ଵତନ୍ତ୍ର ଟ୍ରେନ

ଭୁବନେଶ୍ବର: ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାରେ ଆଜି ଭୁବନେଶ୍ବର ରେଳ ଷ୍ଟେସନରୁ ବରିଷ୍ଠ ତୀର୍ଥଯାତ୍ରୀଙ୍କୁ ନେଇ ଅଯୋଧ୍ୟା ଓ ବାରାଣସୀ ଅଭିମୁଖେ ବାହାରିଛି ସ୍ଵତନ୍ତ୍ର ଟ୍ରେନ। ଏଥିପାଇଁ ଭୁବନେଶ୍ୱରରେ ଷ୍ଟେସନରେ ସ୍ଵତନ୍ତ୍ର ବ୍ୟବସ୍ଥା ହୋହୋଇଥିଲା । । ଦୁଇ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଓ ପ୍ରଭାତୀ ପରିଡ଼ା ପତକା ଦେଖାଇ ଏହାର ଶୁଭାରମ୍ଭ କରିଛନ୍ତି ।
ଢେଙ୍କାନାଳରୁ ୧୦୮, ଜଗତସିଂହପୁରରୁ ୮୫, ପୁରୀରୁ ୧୨୭,କେନ୍ଦ୍ରାପଡ଼ାରୁ ୮୯, କଟକରୁ ୧୯୭ ଓ ଖୋର୍ଦ୍ଧାରୁ ୧୬୯ ଜଣ ଯାତ୍ରୀ ଅଯୋଧ୍ୟା ଅଭିମୁଖେ ଯାତ୍ରା କରିଛନ୍ତି । ମୋଟ ୭୭୫ ବରିଷ୍ଠ ନାଗରିକ ତୀର୍ଥଯାତ୍ରୀଙ୍କ ସମେତ ସେମାନଙ୍କ ସହ ଯାଉଛନ୍ତି ୨୫ ଜଣ ଏସ୍କର୍ଟ ଗାଇଡ ।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରତିଯୋଗିତା

    ରାଇକିଆ: ରାଇକିଆ ସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟ ପରିସରରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରଶିକ୍ଷଣ ତଥା ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଉମାକାନ୍ତ ରଥଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରମାନେ ନିଜସ୍ୱ ଉଦ୍ଭାବନ ଓ ନୂତନ…

    Continue reading
    ପାରାଦୀପ ବନ୍ଦରରେ ଜାହାଜ ଆରେଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

    କଟକ: ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସାମୁଦ୍ରିକ ବିବାଦ ସଂପର୍କିତ ଏକ ମାମଲାର ଶୁଣାଣି କରି ହାଇକୋର୍ଟ ଏପରି ନିର୍ଦ୍ଦେଶ ଦେଇଛନ୍ତି। ବ୍ୟାବସାୟିକ ବିବା‌ଦକୁ ନେଇ ବୋଇଲରମ୍ୟାନ ଲିମିଟେଡ ପକ୍ଷରୁ ଦାୟର ଆବେଦନର ହାଇକୋର୍ଟ ଶୁଣାଣି କରି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ