ବର୍ଷା: ଏହି ୩ ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର: ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ଥିବାରୁ ବିଭିନ୍ନ ଜିଲାରେ ବର୍ଷା ଲାଗିରହିଛି। ବୁଧବାର ଭଦ୍ରକରେ ସର୍ବାଧିକ ୪୩ ମିମି ବର୍ଷା ରେକର୍ଡ ହୋଇଥିବାବେଳେ ଯାଜପୁରରେ ୨୫ ମିମି. ଚାନ୍ଦବାଲିରେ ୨୪.୪ ମିମି, କେନ୍ଦୁଝରରେ ୮.୮ ମିମି, ବାରିପଦାରେ ୫.୮ ମିମି, କେନ୍ଦ୍ରାପଡ଼ାରେ ୬ ମିମି ଏବଂ ବାଲେଶ୍ୱରରେ ୩ ମିମି ବର୍ଷା ହୋଇଛି। ଗୁରୁବାର ମଧ୍ୟ ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। କେନ୍ଦୁଝର, ମୟୂରଭଞ୍ଜ ଏବଂ ଭଦ୍ରକ ଜିଲାରେ ବଜ୍ରପାତ ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବାରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ପ୍ରବଳ ବର୍ଷା ନେଇ ବାଲେଶ୍ୱର, କେନ୍ଦ୍ରାପଡ଼ା, ଯାଜପୁର, ସୁନ୍ଦରଗଡ଼, ଅନୁଗୋଳ, ଢେଙ୍କାନାଳ ଓ ଦେବଗଡ଼ ଜିଲାକୁ ୟେଲୋ ଓ୍ବାର୍ନିଂ ରହିଛି। ବଜ୍ରପାତ ପାଇଁ ସତର୍କ ରହିବାକୁ କଟକ, ଜଗତ୍‌ସିଂହପୁର, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଆଦି ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଅଗଷ୍ଟ ୧ ସକାଳ ୮ଟା ୩୦ ପର୍ୟ୍ୟନ୍ତ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ବର୍ଷା ହେବା ନେଇ ସତର୍କ କରାଯାଇଛି।

  • Garvita Odia

    Related Posts

    ‘ପୁଷ୍କରା’କୁ ମିଳିଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର

    ଭୁବନେଶ୍ବର: ଜାତୀୟ ଚଳଚ୍ଚିତ୍ର ପୁରସ୍କାର-୨୦୨୩ ଘୋଷଣା ହୋଇଛି। ଶୁଭ୍ରାଂଶୁ ଦାଶଙ୍କ ନିର୍ଦ୍ଦେଶିତ ‘ପୁଷ୍କରା’କୁ ଶ୍ରେଷ୍ଠ ଓଡ଼ିଆ ଫିଲ୍ମ ଭାବେ ଜାତୀୟ ପୁରସ୍କାର ମିଳିବ। ତରଙ୍ଗ ସିନେ ପ୍ରଡକସନ୍ସର ‘ପୁଷ୍କରା’ ଶ୍ରେଷ୍ଠ ଓଡ଼ିଆ ଫିଲ୍ମ ବିବେଚିତ ହୋଇଛି। ଏହି ଚଳଚ୍ଚିତ୍ରର ମୁଖ୍ୟ ଚରିତ୍ରରେ…

    ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣା : କ୍ରାଇମ୍ ବ୍ରାଞ୍ଚ ତଦନ୍ତ ଦାବି କଲେ ବିଜୟ ପଟ୍ଟନାୟକ

    ଭୁବନେଶ୍ୱର : ଓଟିଇଟି ପ୍ରଶ୍ନପତ୍ର ଲିକ୍ ନେଇ କ୍ରାଇମ୍ ବ୍ରାଞ୍ଚ ତଦନ୍ତ ସହ ପ୍ରଶାସନିକ ତଦନ୍ତ ଦାବି କଲେ ପୂର୍ବତନ ପ୍ରଶାସକ ବିଜୟ ପଟ୍ଟନାୟକ। ସେ କହିଛନ୍ତି, ଓଟିଇଟି ପ୍ରଶ୍ନପତ୍ର ଲିକ୍ ନେଇ ବୋର୍ଡ ଉପସଭାପତିଙ୍କ ଭୂମକା ନେଇ ପ୍ରଶ୍ନ ଉଠୁଛି।…

    Leave a Reply

    Your email address will not be published. Required fields are marked *

    You Missed

    ‘ପୁଷ୍କରା’କୁ ମିଳିଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର

    ‘ପୁଷ୍କରା’କୁ ମିଳିଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର

    ୨୦ ହଜାର ମହିଳା ବିଧାନସଭା ଘେରାଉ କରିବେ-ପିସିସି ସଭାପତି

    ୨୦ ହଜାର ମହିଳା ବିଧାନସଭା ଘେରାଉ କରିବେ-ପିସିସି ସଭାପତି

    ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣା : କ୍ରାଇମ୍ ବ୍ରାଞ୍ଚ ତଦନ୍ତ ଦାବି କଲେ ବିଜୟ ପଟ୍ଟନାୟକ

    ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣା : କ୍ରାଇମ୍ ବ୍ରାଞ୍ଚ ତଦନ୍ତ  ଦାବି କଲେ ବିଜୟ ପଟ୍ଟନାୟକ

    ଭିଜିଲାନ୍ସ ଜାଲରେ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ

    ଭିଜିଲାନ୍ସ ଜାଲରେ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ

    ଲୋୟର ପିଏମଜିରେ ସିଆର୍‌ପି ସିଏମ୍‌ଙ୍କ ବିକ୍ଷୋଭ

    ଲୋୟର ପିଏମଜିରେ ସିଆର୍‌ପି ସିଏମ୍‌ଙ୍କ ବିକ୍ଷୋଭ

    ଡିଜିଟାଲ୍ ପରିବର୍ତନ ଏବଂ ନୂତନ ଉଦ୍ଭାବନକୁ ନେଇ ଆଇବିସିଏସ୍ ପକ୍ଷରୁ ଜାତୀୟ ସମ୍ମିଳନୀ ଆୟୋଜିତ

    ଡିଜିଟାଲ୍ ପରିବର୍ତନ ଏବଂ ନୂତନ ଉଦ୍ଭାବନକୁ ନେଇ ଆଇବିସିଏସ୍ ପକ୍ଷରୁ ଜାତୀୟ ସମ୍ମିଳନୀ ଆୟୋଜିତ