ବର୍ଷା: ୨୦ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି

ଭୁବନେଶ୍ୱର : ଆସନ୍ତା ୮ ତାରିଖରେ ଦକ୍ଷିଣ ବାଂଲାଦେଶ ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବ। ୭ ତାରିଖରେ କେନ୍ଦୁଝର, ସମ୍ବଲପୁର ଓ ସୁନ୍ଦରଗଡ଼ର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଅଛି। ଆସନ୍ତା ୨୪ ଘଣ୍ଟା ପାଇଁ ୨୦ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି ହୋଇଛି। ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

୮ ତାରିଖରେ କେନ୍ଦୁଝର ଓ ସୁନ୍ଦରଗଡ଼ରେ ଭାରୀ ବର୍ଷା ହୋଇପାରେ। ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ଅଛି। ୯, ୧୦ ଏବଂ ୧୧ ତାରିଖରେ ଉତ୍ତର ଓଡ଼ିଶା, ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହେବ। ଏନେଇ ଆସନ୍ତା ୧୧ ଯାଏ ବିଭିନ୍ନ ଜିଲ୍ଲାକୁ ୟେଲୋ ଆଲର୍ଟ ‌ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

  • Related Posts

    ଆଉ ରାଜନୀତି ନକରି ଆମକୁ ଆମ ଅବସ୍ଥାରେ ଛାଡ଼ି ଦିଅନ୍ତୁ : ମୃତ ବଳଙ୍ଗା ଯୁବତୀଙ୍କ ବାପା

    ବଳଙ୍ଗା: ପୁରୀରେ ବିଜେଡିର ହରତାଳକୁ ନେଇ ମୃତ ବଳଙ୍ଗା ଯୁବତୀଙ୍କ ବାପା ପୁଣି ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଆମେ ବହୁତ ଦୁଃଖରେ ଅଛୁ, ଆମକୁ ଆମ ଅବସ୍ଥାରେ ଛାଡ଼ି ଦିଅନ୍ତୁ। ମୋ’ ଝିଅ ତ ରହିଲାନି, ଆମେ କାହାକୁ ଦୋଷ…

    ଫକୀରମୋହନ ଛାତ୍ରୀ ଆତ୍ମାହୁତି ଘଟଣା : ତଦନ୍ତରୁ ହଟିଲେ ଏସ୍‌. ସାଇନି

    ବାଲେଶ୍ବର : ବାଲେଶ୍ବର ଫକୀରମୋହନ ଛାତ୍ରୀ ଆତ୍ମାହୁତି ଘଟଣା ତଦନ୍ତରୁ ହଟିଲେ ଏସ୍‌. ସାଇନି । CAW ଆଇଜି ଏସ୍‌. ସାଇନି ତଦନ୍ତରୁ ଅନ୍ତର ହୋଇଛନ୍ତି । ତଦନ୍ତ ନୀରିକ୍ଷଣ କରିବେ କ୍ରାଇମବ୍ରାଞ୍ଚ SP ଅନିରୁଦ୍ଧ ରାଉତରାୟ । ସେପଟେ ଏହି…

    Leave a Reply

    Your email address will not be published. Required fields are marked *

    You Missed

    ସିଆରପିଏଫ ବସ ଦୁର୍ଘଟଣା: ୩ ଯବାନ ସହିଦ

    ସିଆରପିଏଫ ବସ ଦୁର୍ଘଟଣା: ୩ ଯବାନ ସହିଦ

    ଏକାଧିକ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

    ଏକାଧିକ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

    ଆଉ ରାଜନୀତି ନକରି ଆମକୁ ଆମ ଅବସ୍ଥାରେ ଛାଡ଼ି ଦିଅନ୍ତୁ : ମୃତ ବଳଙ୍ଗା ଯୁବତୀଙ୍କ ବାପା

    ଆଉ ରାଜନୀତି ନକରି ଆମକୁ ଆମ ଅବସ୍ଥାରେ ଛାଡ଼ି ଦିଅନ୍ତୁ : ମୃତ ବଳଙ୍ଗା ଯୁବତୀଙ୍କ ବାପା

    ବର୍ଷା: ୨୦ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି

    ବର୍ଷା: ୨୦ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି

    ବଡ ଝଟକା: ଜଷ୍ଟିସ୍ ଯଶୱନ୍ତ ବର୍ମାଙ୍କ ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ

    ବଡ ଝଟକା: ଜଷ୍ଟିସ୍ ଯଶୱନ୍ତ ବର୍ମାଙ୍କ ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ

    ପୁଣି ଜଣେ ଯୁବତୀଙ୍କ ମୃତଦେହ ଠାବ

    ପୁଣି ଜଣେ ଯୁବତୀଙ୍କ ମୃତଦେହ ଠାବ