ବର୍ଷା: କାଲିମେଳାରେ ବୁଡ଼ିଲା ପୋଲ

କାଲିମେଳା: ଗତ କିଛି ଦିନର ଲଗାଣ ବର୍ଷ ଜନଜୀବନକୁ ପୁରା ଅସ୍ତବ୍ୟସ୍ତ କରିପାଇଛି। ଯେଉଁଠି ଦେଖ , ଖାଲି ପାଣି ଆଉ ପାଣି। କାଲିମେଳା-ଲଗାଣ ବର୍ଷାରେ କାଲିମେଳାରେ ଏମ୍.ଭି-୯୬ ପୋଲ ବୁଡିଯାଇଛି । ବ୍ରିଜ ଉପରେ ୨ ଫୁଟର ପାଣି ପ୍ରବାହିତ ହେଉଥିବା ଦେଖିବାକୁ ମିଳିଛି । ଫଳରେ ମାଲକାନଗିରି ଠାରୁ ସୀମାନ୍ତ ମୋଟୁ ୩୨୬ ନମ୍ବର ଜାତୀୟ ରାଜପଥ ଉପରେ ଯାତାୟାତ ସମ୍ପୂର୍ଣ୍ଣ ଠପ୍ ହୋଇଯାଇଛି। ଉଭୟ ପାର୍ଶ୍ବରେ ଶତାଧିକ ଗାଡି ମୋଟର ଅଟକ ରହିଛି । ତେବେ ଲଘୁଚାପ ପ୍ରଭାବରେ ୧୯ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

  • Related Posts

    ଏ ବର୍ଷ ଏଲ୍ ନିନୋ ପ୍ରଭାବରେ କମ୍ ବର୍ଷା ସମ୍ଭାବନା

    ଚଳିତ ବର୍ଷ ମୌସୁମୀ ପ୍ରବାହ ସମୟରେ ଏଲ୍ ନିନୋ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏଥିଯୋଗୁଁ ଚଳିତ ବର୍ଷ ମୌସୁମୀ ଋତୁ ଅର୍ଥାତ ଜୁନ୍ ରୁ ସେପ୍ଟମ୍ବର ମଧ୍ୟରେ ବର୍ଷାର ପରିମାଣ କମ୍ ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ ଆକଳନ…

    Continue reading
    ବିପର୍ଯ୍ୟୟ ବିପଦ ହ୍ରାସ ପାଇଁ ଗଠିତ ବ୍ରିକ୍ସ ଗୋଷ୍ଠୀର ଦ୍ୱିତୀୟ ବୈଠକ ଆଜିଠାରୁ ପୁରୀରେ ଆରମ୍ଭ

    ଭୁବନେଶ୍ୱର: ଭାରତ ୨୦୨୬ ବ୍ରିକ୍ସ ରାଷ୍ଟ୍ର ଗୋଷ୍ଠୀ ବୈଠକର ଅଧ୍ୟକ୍ଷତା କରୁଥିବା ବେଳେ ଜାତୀୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ (ଏନଡିଏମଏ) ପକ୍ଷରୁ ପୁରୀ ଠାରେ ବ୍ରିକ୍ସ ବିପର୍ଯ୍ୟୟ ବିପଦ ହ୍ରାସ ଗୋଷ୍ଠୀର ଦ୍ୱିତୀୟ ବୈଠକ ଆୟୋଜନ କରାଯାଉଛି । ଆଜି ଠାରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ