ବଲାଙ୍ଗୀରରେ ମୃଦୁ ଭୂମିକମ୍ପ ଅନୁଭୂତ

ବଲାଙ୍ଗୀର : ବଲାଙ୍ଗୀରରେ ମୃଦୁ ଭୂମିକମ୍ପ ଅନୁଭୂତ। ଭୋର୍ ୪ଟା ୪୦ରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି। ଫଳରେ ସ୍ଥାନୀୟ ଲୋକମାନେ ଭୟଭୀତ ହୋଇ ପଡ଼ିଛନ୍ତି। କାହାର କୌଣସି କ୍ଷୟକ୍ଷତି ହୋଇନଥିବା ସୂଚନା ମିଳିଛି।

ସୂଚନା ଅନୁଯାୟୀ, ଶନିବାର ଦିନ ଭୋର ୪ଟା ୪୦ରେ ବଲାଙ୍ଗିର ଜିଲ୍ଲା ତୁଷୁରା ଅଞ୍ଚଳରେ ମୃଦୁ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଥିଲା । ଫଳରେ ଲୋକମାନେ ଭୟଭୀତ ହୋଇ ପଡିଥିଲେ। ହେଲେ ବର୍ତ୍ତମାନ ଯାଏଁ କୌଣସି କ୍ଷୟକ୍ଷତିର ସୂଚନା ନାହିଁ। ଏହାପୂର୍ବରୁ କିଛି ଦିନ ପୂର୍ବରୁ କଳାହାଣ୍ଡି ଜିଲ୍ଲାରେ ମୃଦୁ ଭୂକମ୍ପର ଝଟ୍‌କା ଅନୁଭୂତ ହୋଇଥିଲା । ହେଲେ କାହାର କୌଣସି କ୍ଷୟକ୍ଷତିର ସୂଚନା ନଥିଲା ।..

  • Related Posts

    ୩୦ରେ ହେବ ମହାନଦୀ ଜଳ ବିବାଦ ଶୁଣାଣି

    ଭୁବନେଶ୍ଵର: ମହାନଦୀ ଜଳ ବିବାଦ ମାମଲା ନେଇ ଟ୍ରିବ୍ୟୁନାଲ୍‌ରେ ଶୁଣାଣି ହୋଇଛି। ମୌସୁମୀ ଓ ଅଣମୌସୁମୀରେ କେତେ ଜଳ ପ୍ରବାହିତ ହେଉଛି । ସେନେଇ ଟ୍ରିବ୍ୟୁନାଲରେ ଅବଗତ କରାଗଲା । ଟ୍ରିବ୍ୟୁନାଲଙ୍କ ପୂର୍ବ ନିର୍ଦ୍ଦେଶ ଅନୁସାରେ ଉଭୟ ଓଡ଼ିଶା ଓ ଛତିଶଗଡ଼…

    Continue reading
    ମିଳିଲା ନିଖୋଜ ନାବାଳକର ମୃତଦେହ

    ରାଇରଙ୍ଗପୁର: ନିଖୋଜ ନାବାଳକର ମୃତଦେହକୁ ପୁଲିସ ଉଦ୍ଧାର କରିଛନ୍ତି। ମୟୂରଭଂଜ ଜିଲ୍ଲା ରାଇରଙ୍ଗପୁର କଲ୍ୟାଣ ମଣ୍ଡପରେ ବିବାହ ଉତ୍ସବରେ ଯୋଗ ଦେବାକୁ ବିହାରରୁ ଆସିଥିବା ନାବାଳକର ହେଉଛି ବିହାର ସନ୍ଦେଶ ଥାନା ଅନ୍ତର୍ଗତ ଆରଭୋଜପୁର ଅଞ୍ଚଳ କିଶୋର ସାୱଙ୍କ ପୁଅ ରିବେଲ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ