ବଳଙ୍ଗା ପୀଡିତାଙ୍କ ଶେଷକୃତ୍ୟ ସଂପନ୍ନ

ଭୁବନେଶ୍ୱର: ବଳଙ୍ଗା ପୀଡିତାଙ୍କ ଶେଷକୃତ୍ୟ ସଂପନ୍ନ ହୋଇଛି । ବାୟାବର ଗାଁ କବରସ୍ତାନରେ ସମସ୍ତ ରୀତିନୀତିରେ ଅନ୍ତିମ ସଂସ୍କାର ସଂପନ୍ନ ହୋଇଛି । ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ପୀଡିତାଙ୍କ ଘରେ ପହଞ୍ଚି ଅନ୍ତିମ ଦର୍ଶନ କରିବା ସହ ବିଦାୟ ଦେଇଥିଲେ । ଅମର ଆତ୍ମାର ସଦଗତି ପାଇଁ କାମନା କରିଥିଲେ । ଗାଁରେ ପୁଲିସ ପକ୍ଷରୁ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି ।

ଗତ ଦୁଇ ସପ୍ତାହ ଦୁଇ ସପ୍ତାହର ସଂଘର୍ଷ ପରେ ଜୀବନ ଯୁଦ୍ଧରେ ପୁରୀ ଜିଲା ବଳଙ୍ଗା ପୀଡ଼ିତା ହାରି ଯାଇଛନ୍ତି। ରବିବାର ଦିଲ୍ଲୀ ଏମ୍‌ସରେ ତାଙ୍କ ମୃତଦେହ ବ୍ୟବଚ୍ଛେଦ କରାଯାଇ ପାର୍ଥିବ ଶରୀର ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା। ଦିଲ୍ଲୀରୁ ରବିବାର ରାତିରେ ଭୁବନେଶ୍ବର ବିମାନବନ୍ଦରରେ ମରଶରୀର ପହଞ୍ଚିିବା ପରେ ବିଏମ୍‌ସିର ମହାପ୍ରୟାଣ ଗାଡ଼ିରେ ମରଶରୀରକୁ କଡ଼ା ସୁରକ୍ଷା ବଳୟରେ ତାଙ୍କ ପୁରୀ ଜିଲା ବଳଙ୍ଗା ଥାନା ଅନ୍ତର୍ଗତ ବାୟାବରର ନୂଆଗୋପାଳପୁର ଗାଁକୁ ନିଆଯାଇଥିଲା। ସୋମବାର ସକାଳେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ରୀତିନୀତି ଅନୁଯାୟୀ ନାବାଳିକାଙ୍କୁ କବର ଦିଆଯାଇଛି ।

  • Related Posts

    ଯାଜପୁର ଧର୍ମଶାଳା ABEOଙ୍କ ଘରେ ଭିଜିଲାନ୍ସ ରେଡ୍

    ଭୁବନେଶ୍ୱର : ପୁଣି ଭିଜିଲାନ୍ସ ଜାଲରେ ଫସିଲେ ଆଉ ଜଣେ ଅଧିକାରୀ। ସୋମବାର ଯାଜପୁର ଧର୍ମଶାଳା ଏବିଇଓ ଜୟଦେବ ଜେନାଙ୍କ ଘର ସମେତ ୭ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ କରିଛି। ଭୁବନେଶ୍ବର, ଗଞ୍ଜାମ ଓ ଯାଜପୁରର ୭ଟି ସ୍ଥାନରେ ଚଢ଼ାଉ ଜାରି…

    Continue reading
    ଶ୍ରୀଜଗନ୍ନାଥ ସାହିତ୍ୟ ସଂସଦ ପକ୍ଷରୁ ରାଜ୍ୟସ୍ତରୀୟ ନାରୀକବି ସମ୍ମିଳନୀ

    ଦେବଗଡ଼:ସ୍ଥାନୀୟ ସଂସ୍କୃତି ଭବନରେ ଆଜି ଶ୍ରୀ ଜଗନ୍ନାଥ ସାହିତ୍ୟ ସଂସଦ ପକ୍ଷରୁ ଚତୁର୍ଥ ବାର୍ଷିକ ରାଜ୍ୟସ୍ତରୀୟ ନାରୀକବି ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି।ସଂସଦର ସଭାପତି ଡ.ଭାରତ ଭୂଷଣ ନନ୍ଦଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପୌରାଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଇ ମୁଖ୍ୟଅତିଥି, ଅଧ୍ୟାପିକା ଶତରୂପା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ