ବଳଙ୍ଗା ସତ୍ୟ ପଦାକୁ ଆସିବ:ପ୍ରଭାତୀ ପରିଡ଼ା

ଭୁବନେଶ୍ବର : ବଳଙ୍ଗା ପୀଡ଼ିତାଙ୍କ ଶେଷ ଦର୍ଶନ ପରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି, ପୀଡ଼ିତାଙ୍କ ଚିକିତ୍ସା ପାଇଁ ରାଜ୍ୟ ସରକାର ସବୁ ବ୍ୟବସ୍ଥା କରିଥିଲେ, କିନ୍ତୁ ବଞ୍ଚାଇ ହେଲାନି । ଆମେ ସମସ୍ତେ ଦୁଃଖ ପ୍ରକାଶ କରିସାରିଛୁ । ରାଜ୍ୟ ସରକାର ପୀଡ଼ିତାଙ୍କ ପରିବାର ସହ ଅଛନ୍ତି, ସବୁ କରିବାକୁ ପ୍ରସ୍ତୁତ । ଝିଅ ପରିବାର ବହୁତ ଗରିବ, ସେମାନଙ୍କୁ ସରକାର ସବୁ ସୁବିଧା ଯୋଗାଇଦେବେ । ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ପରିବାର ପାଇଁ ଯାହା କରିବାର ଅଛି କରିବୁ । ଶେଷ ଯାଏଁ ପୋଲିସ ଉପରେ ଭରସା ରଖନ୍ତୁ, ଯାହା ସତ୍ୟ ପଦାକୁ ଆସିବ ।

ବାଲେଶ୍ବର ଏଫ୍ଏମ୍ କଲେଜ ପୀଡ଼ିତାଙ୍କ ମୃତ୍ୟୁ ଘଟଣାରେ କାର୍ୟ୍ୟାନୁଷ୍ଠାନ ନିଆଯାଇଛି । ବିଳମ୍ବରେ ହେଲେ ବି ଆମ ସରକାର ନ୍ୟାୟ ଦେବେ । ଏହି ଘଟଣାରେ ଦୁଇ ଜଣ ଗିରଫ ହୋଇଛନ୍ତି । ଆଇନର ଉର୍ଦ୍ଧ୍ବରୁ କେହି ନୁହନ୍ତି । ବିଳମ୍ବରେ ହେଲେ ବି ନ୍ୟାୟ ମିଳିବ । ତଦନ୍ତ ବନ୍ଦ ହୋଇନାହିଁ ବୋଲି ଉପ ମୁଖ୍ୟମନ୍ତ୍ରୀ କହିଛନ୍ତି ।

  • Related Posts

    ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ରାଜ୍ୟ ବିଜେପି ସଭାପତି

    ଭୁବନେଶ୍ବର : ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରି ବାଜପେୟୀଙ୍କ ତିରୋଧାନ ଦିବସ । ଭୁବନେଶ୍ୱର ଏମ୍ସ ପରିସରରେ ଥିବା ଅଟଳ ବିହାରୀ ବାଜପେୟୀଙ୍କ ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ କରି ଶ୍ରଦ୍ଧା ସୁମନ ଅର୍ପଣ କରିଛନ୍ତି ରାଜ୍ୟସଭା ସାଂସଦ ତଥା ବିଜେପି ରାଜ୍ୟ…

    Continue reading
    ନିଶାମୁକ୍ତ ଓଡ଼ିଶା ସହ ଆଧୁନିକ ପୋଲିସ ବାହିନୀ ଗଠନ ଆମର ଲକ୍ଷ୍ୟ: ଡିଜିପି

    ଭୁବନେଶ୍ୱର, : ଅଗଷ୍ଟ ୨୦୨୪ରୁ ଜୁଲାଇ ୨୦୨୬ ମଧ୍ୟରେ ଆଇନ-ଶୃଙ୍ଖଳା ରକ୍ଷା, ଅପରାଧ ନିୟନ୍ତ୍ରଣ, ନକ୍ସଲ ଦମନ, ନିଶାଦ୍ରବ୍ୟ ବିରୋଧୀ ଅଭିଯାନ, ମହିଳା ଓ ଶିଶୁ ସୁରକ୍ଷା, ସାଇବର ଅପରାଧ ଦମନ, ଉପକୂଳ ସୁରକ୍ଷା, ଅପରାଧ ଦମନ, ଦୋଷୀ ସାବ୍ୟସ୍ତ ହାର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ