ବସ୍‌ ଓଲଟି ଜଣଙ୍କର ମୃତ୍ୟୁ, ୫ ଜଣ ଗୁରୁତର

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା ହେମଗିରି ଥାନା ଡୁଲିଙ୍ଗା ନିକଟରେ ଦୁର୍ଘଟଣା । ଯାତ୍ରୀବାହୀ ବସ୍‌ ଓଲଟି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।
ଖବର ଅନୁଯାୟୀ, କୋଇଲା ଖଣିକୁ ଶ୍ରମିକ ନେଇ ଯାଉଥିଲା ଏକ ବସ୍‌ । ସୁନ୍ଦରଗଡ଼ ହେମଗିରି ଥାନା ଡୁଲିଙ୍ଗ ନିକଟରେ ବସ୍‌ଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡିଥିଲା । ଯାହାଫଳରେ ବସ୍‌ରେ ଥିବା ଯାତ୍ରୀଙ୍କ ମଧ୍ୟରୁ ୫ ଜଣ ଗୁରୁତର ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି । ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ମିଳିନଥିବା ବେଳେ ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ପ୍ରଥମେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ପରେ ସେମାନଙ୍କୁ ଝାରସୁଗୁଡ଼ା ସ୍ଥିତ ଏକ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି ।

  • Garvita Odia

    Related Posts

    ଆଗାମୀ ୭ ଦିନ କାଳବୈଶାଖୀର ସମ୍ଭାବନା

    ଭୁବନେଶ୍ବର: ବିଗତ କିଛି ଧରି ରାଜ୍ୟବ୍ୟାପି ବର୍ଷା ଜାରି ରହିଲା ପରେ ଏବେ ପୁଣି ଖରା ଆରମ୍ଭ ହୋଇଯାଇଛି। ଗ୍ରୀଷ୍ମଋତୁ ଜାରି ଥିବାରୁ ଆହୁରି କିଛି ଖରା ହେବ ବୋଲି ପାଣିପାଗ ବିଭାଗ ସତର୍କ କରାଇଛି। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ…

    ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ଓମଫେଡ଼ ଦୁଗ୍ଧ ଉତ୍ପାଦକମାନଙ୍କୁ ଲିଟର ପିଛା ୩ ଟଙ୍କା ଅଧିକ ଦାମ ଦିଆଯିବ

    ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ପକ୍ଷରୁ ସ୍ଥାନୀୟ ଲୋକସେବା ଭବନ ସମ୍ମେଳନ କକ୍ଷଠାରେ ରାଜ୍ୟସ୍ତରୀୟ ବିଶ୍ଵ ଦୁଗ୍ଧ ଦିବସ-୨୦୨୫ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଓମଫେଡ଼ ଦୁଗ୍ଧ ଉତ୍ପାଦକମାନଙ୍କୁ…

    Leave a Reply

    Your email address will not be published. Required fields are marked *

    You Missed

    ହାତ ଛାଡି ଶଙ୍ଖ ଧରିଲେ କଂଗ୍ରେସର ବିଧାୟକ ପ୍ରାର୍ଥୀ

    ହାତ ଛାଡି ଶଙ୍ଖ ଧରିଲେ  କଂଗ୍ରେସର ବିଧାୟକ ପ୍ରାର୍ଥୀ

    ବିଶ୍ଵ ସୁନ୍ଦରୀ ମୁକୁଟ ପିନ୍ଧିଲେ ଓପଲ ସୁଚାତା

    ବିଶ୍ଵ ସୁନ୍ଦରୀ ମୁକୁଟ ପିନ୍ଧିଲେ ଓପଲ ସୁଚାତା

    ଠକ ଗ୍ୟାଙ୍ଗ୍‌ର ୫ ଗିରଫ

    ଠକ ଗ୍ୟାଙ୍ଗ୍‌ର ୫ ଗିରଫ

    ବିସ୍ଫୋରକ ଭର୍ତ୍ତି ଦୁଇ ମିନି ଟ୍ରକ୍ ଜବତ

    ବିସ୍ଫୋରକ ଭର୍ତ୍ତି ଦୁଇ ମିନି ଟ୍ରକ୍ ଜବତ

    ଆଗାମୀ ୭ ଦିନ କାଳବୈଶାଖୀର ସମ୍ଭାବନା

    ଆଗାମୀ ୭ ଦିନ କାଳବୈଶାଖୀର ସମ୍ଭାବନା

    ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ଓମଫେଡ଼ ଦୁଗ୍ଧ ଉତ୍ପାଦକମାନଙ୍କୁ ଲିଟର ପିଛା ୩ ଟଙ୍କା ଅଧିକ ଦାମ ଦିଆଯିବ

    ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ଓମଫେଡ଼ ଦୁଗ୍ଧ ଉତ୍ପାଦକମାନଙ୍କୁ  ଲିଟର ପିଛା ୩ ଟଙ୍କା ଅଧିକ ଦାମ ଦିଆଯିବ