ବସ୍ -କାର୍ ମୁହାଁମୁହିଁ:୧୦ ମୃତ

ନୂଆଦିଲ୍ଲୀ: ମହାକୁମ୍ଭ ହେଲା ଜୀବନର ଶେଷଯାତ୍ରା। ପ୍ରୟାଗରାଜ ମିର୍ଜାପୁର ଏନଏଚ୍ ରେ ଭୟଙ୍କର ଦୁର୍ଘଟଣା ଘଟିଛି। ବସ୍ କାର୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ୧୦ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଛତିଶଗଡ କୋରବା ଜିଲ୍ଲାର କିଛି ଶ୍ରଦ୍ଧାଳୁ ଏକ ବୋଲେରୋ ଯୋଗେ ମହାକୁମ୍ଭରେ ବୁଡ ପକାଇବାକୁ ପ୍ରୟାଗରାଜ ଯାଉଥିଲେ। ଶୁକ୍ରବାର ବିଳମ୍ବିତ ରାତିରେ ପ୍ରୟାଗରାଜ- ମିର୍ଜାପୁର ଜାତୀୟ ରାଜପଥରେ ବୋଲେରୋଟି ଏକ ଯାତ୍ରୀବାହୀ ବସ୍ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣାରେ ବୋଲେରୋରେ ଥିବା ୧୦ ଜଣଙ୍କର ମୃତ୍ୟୁ ଘଟିଥିଲା। ବସ୍ ଥିବା ୧୯ ଯାତ୍ରୀଙ୍କୁ ଗୁରୁତର ଅବସ୍ଥାରେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ବସରେ ଥିବା ଶ୍ରଦ୍ଧାଳୁ ମାନେ ମଧ୍ୟପ୍ରଦେଶ ରାଜଗଡ ଅଞ୍ଚଳର ବୋଲି ଜଣାପଡିଛି। ଏମାନେ କୁମ୍ଭରେ ବୁଡ ପାଇ ବାରଣାସୀ ଯାଉଥିବାବେଳେ ଦୁର୍ଘଟଣାର ଶିକାର ହୋଇଥିଲେ। ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

  • Related Posts

    ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅକୁ ଆଜୀବନ କାରାଦଣ୍ଡ

    ନୂଆଦିଲ୍ଲୀ: ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅ ଅମିତ ଯୋଗୀକୁ ଆଜୀବନ ସଜ୍ଜା ଶୁଣାଇଛନ୍ତି ହାଇକୋର୍ଟ । ପୂର୍ବତନ ସିଏମ୍ ଅଜିତ ଯୋଗୀଙ୍କ ପୁଅ ତଥା ପୂର୍ବ ବିଧାୟକ ଅମିତ ଯୋଗୀ । ୨୦୦୩ ଏକ ହତ୍ୟା ମାମଲାରେ ଆଜୀବନ ଶୁଣାଇଛନ୍ତି ହାଇକୋର୍ଟ…

    Continue reading
    ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣ, ଜଣେ ଯବାନ୍‌ ଆହତ

    ଝାଡ଼ଖଣ୍ଡ: ପଡୋଶୀ ଝାଡ଼ଖଣ୍ଡର ଚାଇବାସା ଅଞ୍ଚଳର ସରଣ୍ଡା ଜଙ୍ଗଲରେ ଆଜି ସକାଳେ ଏକ ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ କୋବ୍ରା ବାଟାଲିଅନ୍‌ର ଜଣେ ଯବାନ୍‌ ଆହତ ହୋଇଛନ୍ତି । ଆହତ ଯବାନ୍‌ଙ୍କୁ ଚିକିତ୍ସା ପାଇଁ ଏୟାର୍‌ଲିଫ୍ଟ କରାଯାଇ ରାଞ୍ଚି ନିଆଯିବ ବୋଲି ସୂଚନା ମିଳିଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ