ବାଇକ୍‌କୁ ଧକ୍କା ଦେଲା ପିକ୍‌ଅପ୍‌ ଭ୍ୟାନ : ୨ ମୃତ

କଳହାଣ୍ଡି : କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ଥାନା ଅନ୍ତର୍ଗତ ଶ୍ରୀରାମପଡ଼ା ନିକଟରେ ଏକ ବାଇକକୁ ମହିନ୍ଦ୍ରା ପିକଅପ ଧକ୍କା ଦେବାରୁ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଏଥିସହ ଜଣେ ଗୁରୁତର ହୋଇଛି। ମୃତକମାନେ ହେଲେ ଗଣ୍ଡାମେର ଗ୍ରାମର ଗୋପାଳ ନାଏକ ଓ ନୂଆପଡ଼ା ଜିଲ୍ଲା ଅନକାପୁର ଗ୍ରାମର କିଶୋର ନାଏକ କ୍ଷ ଗୁରୁତର ଥିବା ସୁନୁନିକୁଣ୍ଡା ଗ୍ରାମର ପ୍ରତ୍ୟୁଶ ଟୋଲଟିଆଙ୍କୁ ସ୍ଥାନୀୟ ଲୋକେ ଆମ୍ବୁଲାନ୍ସ ଯୋଗେ ଧର୍ମଗଡ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି।

ଏକ ବାଇକ ଯୋଗେ ଗୋପାଳ, କି‌ଶୋର ଓ ପ୍ରତ୍ୟୁଶ ଗୋଲାମୁଣ୍ଡା ପଟୁ ବୃନ୍ଦାବହାଲ ଅଭିମୁଖେ ଆସୁଥିଲେ। ଶ୍ରୀରାମପଡ଼ା ନିକଟରେ ମହିନ୍ଦ୍ରା ପିକଅପ ଗାଡ଼ି ( ନଂ ଓଡ଼ି୧୦ଏଫ ୭୬୫୬) ଧକ୍କା ଦେଇଥିଲା । ଫଳରେ ବାଇକରେ ଥିବା ତିନିଜଣ ରାସ୍ତା ଉପରେ ଛିଟିକି ପଡ଼ିଥିଲେ କ୍ଷ ସ୍ଥାନୀୟ ଲୋକେ ମହିନ୍ଦ୍ରା ପିକଅପ ଗାଡ଼ି ଚାଳକକୁ ଧରି ପୋଲିସ ଜିମା ଦେଇଥିଲେ।

  • Related Posts

    ରାଜରାଜଶ୍ୱେର ବେଶରେ ଦର୍ଶନ ଦେବେ ମହାପ୍ରଭୁ

    ପୁରୀ: ଶ୍ରୀମନ୍ଦିରରେ ଆଜି ପାଳନ ହେଉଛି ପବିତ୍ର ଦଶହରା ତଥା ବିଜୟା ଦଶମୀ । ଏହି ଅବସରରେ ଭକ୍ତମାନଙ୍କୁ ସୁନାବେଶ ତଥା ରାଜରାଜଶ୍ୱେର ବେଶରେ ସଜ୍ଜିତ ହୋଇ ଦର୍ଶନ ଦିଅନ୍ତି ଶ୍ରୀଜିଉ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି, ଚନ୍ଦନ, ନୂଆ…

    Continue reading
    ଅପରାଧୀଙ୍କୁ ତାଙ୍କ ଭାଷାରେ ଜବାବ ଦିଆଯିବ: ପୋଲିସ ଡିଜି

    କଟକ: ‘ନକ୍ସଲ ହୁଅନ୍ତୁ କିମ୍ବା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ କିମ୍ବା ଯେକୌଣସି ଅପରାଧୀ । ଅପରାଧୀଙ୍କୁ ସେମାନଙ୍କ ଭାଷାରେ ହିଁ ଜବାବ୍ ଦିଆଯିବ । ଏଥିପାଇଁ ପୋଲିସ ଶହୀଦ ହେବା ପାଇଁ ବି ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛି । ଆଜି(ବୁଧବାର) କଟକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି