ବାଣ ବିସ୍ଫୋରଣ , ୨ ମୃତ

ପୁରୀ : ପୁରୀ ବାଣ ବିସ୍ଫୋରଣ ଘଟଣାରେ ଆଉ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଭୁବନେଶ୍ଵରରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏହା ପୂର୍ବରୁ ଅନ୍ୟ ଜଣେ ଯୁବକଙ୍କର କଟକ ଏସସିବି ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିଲା।
ପୁରୀ ସଦର ଥାନା ଅନ୍ତର୍ଗତ ବାଟଗାଁରେ ବାଣ ପ୍ରସ୍ତୁତି ସମୟରେ ବିସ୍ଫୋରଣ ଘଟିବାରୁ ୩ ଜଣ ଆହତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଥିଲା। ଜଣଙ୍କୁ ଭୁବନେଶ୍ଵର ଏବଂ ଅନ୍ୟ ଜଣଙ୍କୁ କଟକ ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣେ ଆହତ ଚିକିତ୍ସାଧୀନ ଅଛନ୍ତି।

  • Related Posts

    ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ ଗୃହଗଣନା ଏବଂ ଗୃହତାଲିକା-୨୦୨୬ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

    ପ୍ରିୟ ଭାଇ ଓ ଭଉଣୀମାନେ!ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟର ଓଡ଼ିଶାସ୍ଥିତ ଜନଗଣନା ନିର୍ଦ୍ଦେଶାଳୟ ଏବଂ ଓଡ଼ିଶା ସରକାରଙ୍କ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ସମନ୍ୱୟରେ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ଓଡ଼ିଶାର ୩୦ଟି ଜିଲ୍ଲାରେ ଜନଗଣନାର ପ୍ରଥମ ପର୍ଯ୍ୟାୟରେ ଗୃହଗଣନା…

    Continue reading
    ଆଉ ବଜାରରେ ବିକ୍ରି ହେବନି ରନ୍ଧନ ଗ୍ୟାସ୍ : ଯୋଗାଣ ମନ୍ତ୍ରୀ

    ଭୁବନେଶ୍ୱର: ଆଉ ବଜାରରେ ବିକ୍ରି ହେବନି ରନ୍ଧନ ଗ୍ୟାସ୍। ଏହା ବେଆଇନ୍ । ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଆଜି ଏହି ବଡ଼ ସୂଚନା ଦେଇଛନ୍ତି । କେବଳ ସୀକୃତି ପ୍ରାପ୍ତ ଦୋକାନୀ ବା ଏଜେନ୍ସି ହିଁ ଗ୍ୟାସ୍ ବିକ୍ରି କରିପାରିବେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ