ବାଦଲଫଟା ବର୍ଷା ଓ ଭୂସ୍ଖଳନରେ: 10 ମୃତ, ୫୦ ନିଖୋଜ

ଉତ୍ତରାଖଣ୍ଡ: ଉତ୍ତରାଖଣ୍ଡରେ ବାଦଲଫଟା ବର୍ଷା ଓ ଭୂସ୍ଖଳନରେ 10 ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ବାଦଲଫଟା ବର୍ଷାରେ ଉତ୍ତରକାଶୀର ଧରାଲି ଗାଁ ସମ୍ପୂର୍ଣ୍ଣ ଭାସିଯାଇଛି । କ୍ଷୀର ଗଙ୍ଗା ନଦୀର ଉପର ଭାଗରେ ବାଦଲଫଟା ବର୍ଷା ପରେ ପାହାଡରୁ ମାଟି ଧସିଯାଇଛି । ପ୍ରକୃତିର ଏହି ତାଣ୍ଡବରେ 10 ଜଣଙ୍କ ମୃତ୍ୟୁ ହୋଇଥିବା ଜିଲ୍ଲା ପ୍ରଶାସନ ସ୍ପଷ୍ଟ କରିଛି । ଏବେ ବି ଉଦ୍ଧାର କାର୍ୟ୍ୟ ଜାରି ରଖଛନ୍ତି ଏନଡିଆରଏଫ୍ ଓ ଏସଡିଆରଏଫ୍ ଟିମ୍ ।

ମଙ୍ଗଳବାର ଦ୍ବିପ୍ରହରେ ପ୍ରାୟ ୧ଟା ୪୫ ମିନିଟ ସମୟରେ ଏହି ଘଟଣା ଘଟିଥିଲା । ଘଟଣାର ଅନେକ ଫଟୋ ଓ ଭିଡିଓ ସାମ୍ନାକୁ ଆସୁଛି । ମାତ୍ର ୩୪ ସେକେଣ୍ଡରେ ସମ୍ପୂର୍ଣ୍ଣ ଗାଁ ପାଣିରେ ବହିଯାଇଛି । ବର୍ତ୍ତମାନ ସୁଦ୍ଧା ୫୦ରୁ ଅଧିକ ଲୋକ ନିଖୋଜ ଥିବା ଜଣାପଡିଛି । ଅନେକ ଲୋକ ମାଟି ତଳେ ଦବି ଥିବା ଅନୁମାନ କରାଯାଉଛି ।

  • Related Posts

    ଅମ୍ଳଜାନ ପ୍ଲାଣ୍ଟରେ ବିସ୍ଫୋରଣ:୨ ମୃତ

    ମୋହାଲି: ମୋହାଲି ଅମ୍ଳଜାନ ପ୍ଲାଣ୍ଟରେ ବିସ୍ଫୋରଣ। ଚାଲିଗଲା ୨ଜଣକ ଜୀବନ। ବୁଧବାର ଦିନ ପଞ୍ଜାବର ମୋହାଲିରେ ଏକ ଅକ୍ସିଜେନ ପ୍ଲାଣ୍ଟରେ ବଡ଼ ବିସ୍ଫୋରଣ ଘଟିବାରୁ ଏପର୍ୟ୍ୟନ୍ତ ୨ଜଣକ ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଛି। ଏହା ସହ ଅନେକ ଆହତ ହୋଇଥିବା…

    ରୁଷରେ ଅଜିତ ଡୋଭାଲ

    ନୂଆଦିଲ୍ଲୀ: ଭାରତ ଏବଂ ଆମେରିକା ମଧ୍ୟରେ ଉତ୍ତେଜନାର ପରିସ୍ଥିତି ରହିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଋଷଠାରୁ ଭାରତର ତେଲ କ୍ରୟ ଉପରେ ଶୁଳ୍କ ବୃଦ୍ଧି କରିବାକୁ ଧମକ ଦେଇଥିଲେ। ଏହି ସମୟରେ, ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା (ଘଝଇ) ଅଜିତ ଡୋଭାଲ…

    Leave a Reply

    Your email address will not be published. Required fields are marked *

    You Missed

    ଅମ୍ଳଜାନ ପ୍ଲାଣ୍ଟରେ ବିସ୍ଫୋରଣ:୨ ମୃତ

    ଅମ୍ଳଜାନ ପ୍ଲାଣ୍ଟରେ ବିସ୍ଫୋରଣ:୨ ମୃତ

    ରୁଷରେ ଅଜିତ ଡୋଭାଲ

    ରୁଷରେ ଅଜିତ ଡୋଭାଲ

    ନବ ଦାସ ହତ୍ୟା ମାମଲା: ଆଜି ମୁଖ୍ୟ ସାକ୍ଷୀଙ୍କ ସାକ୍ଷ୍ୟ ଗ୍ରହଣ

    ନବ ଦାସ ହତ୍ୟା ମାମଲା:  ଆଜି ମୁଖ୍ୟ ସାକ୍ଷୀଙ୍କ ସାକ୍ଷ୍ୟ ଗ୍ରହଣ

    ସାଇବର୍ ଠକେଇ ମାମଲାରେ ଇଡିର ସବୁଠୁ ବଡ଼ ରେଡ୍

    ସାଇବର୍ ଠକେଇ ମାମଲାରେ ଇଡିର ସବୁଠୁ ବଡ଼ ରେଡ୍

    ପାଞ୍ଚ ଦଳକୁ ନେଇ ମେଣ୍ଟ ଘୋଷଣା କଲେ ତେଜ ପ୍ରତାପ ଯାଦବ

    ପାଞ୍ଚ ଦଳକୁ ନେଇ ମେଣ୍ଟ ଘୋଷଣା କଲେ ତେଜ ପ୍ରତାପ ଯାଦବ

    ୫.୫%ରେ ରେପୋ ଅପରିବର୍ତ୍ତିତ

    ୫.୫%ରେ ରେପୋ ଅପରିବର୍ତ୍ତିତ